ଘୂର୍ଣ୍ଣିବଳୟ ପ୍ରଭାବରେ ଟ୍ଵିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଛି ବର୍ଷା, ଆଜି ୯ଟି ଜିଲ୍ଲାକୁ ୟେଲୋ…
ଭୁବନେଶ୍ୱର(କେନ୍ୟୁଜ୍):ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ। ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍ ସିଟିରେ ଲଗାଣ ବର୍ଷା ଆରମ୍ଭ ହୋଇଛି। ଦକ୍ଷିଣ ଉପକୂଳ ଓଡ଼ିଶାରେ କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ। ୨୦ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ…