Browsing Tag

heavy rain in odisha

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ…

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ସକାଳ ୮ଟା…

ଆଜି ପ୍ରବଳ ବର୍ଷା ସମ୍ଭାବନା! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀର ସକ୍ରିୟତା ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ…

କାଲିଠାରୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ, ୭ରେ ଲଘୁଚାପ

କେନ୍ୟୁଜ୍(ବ୍ୟୁରୋ): ୭ରେ ଲଘୁଚାପ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ବର୍ଷାରେ…

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର(କେନ୍ୟୁଜ୍): ସ୍ୱାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ । କାଲିଠୁ ବଦଳିବ ପାଗ । ୬ରୁ ବଡ଼ ବର୍ଷା । ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । କାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ଦୁଇ ଦିନ ଧରି…

ମୌସୁମୀ ପ୍ରଭାବରେ ତୁହାକୁ ତୁହା ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ପ୍ରଭାବରେ ତୁହାକୁ ତୁହା ବର୍ଷା ଜାରି। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର,…

ଟ୍ଵିନସିଟିରେ ଲଗାଣ ବର୍ଷା: ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି, କାଲିଠୁ ଶୁଖିଲା ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ୍): ଟ୍ଵିନସିଟିରେ ଲଗାଣ ବର୍ଷା । କଟକ ଓ ଭୁବନେଶ୍ୱରରେ ପାହାନ୍ତିଆରୁ ବର୍ଷା ଲାଗି ରହିଛି । ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଜୁଲାଇ…

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି: ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ, ୪ ଚାଷୀ ଗୁରୁତର

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି । ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।…

ଆଗାମୀ ୨୪ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା: ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି। ଆଜିଠୁ ୪ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଗାମୀ ୨୪ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। କଳାହାଣ୍ଡି,…

ଆଜିଠୁ ପୁଣି ବୃଦ୍ଧି ପାଇବ ବର୍ଷାର ପ୍ରକୋପ: ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ପାଇଁ…

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ବଢ଼ିବ ବର୍ଷା । ଆଜିଠୁ ବର୍ଷାର ପ୍ରକୋପ ପୁଣି ବୃଦ୍ଧି ପାଇବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତିନି ଦିନ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ…

ମୌସୁମୀ ଓ ଲଘୁଚାପ ଜନିତ ବର୍ଷାରେ ଭିଜିଛି ସାରା ଓଡ଼ିଶା, ୨୪ ଘଣ୍ଟାରେ ୩୭.୩ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ମୌସୁମୀ ଓ ଲଘୁଚାପ ଜନିତ ବର୍ଷାରେ ଭିଜିଛି ସାରା ଓଡ଼ିଶା । ୫ ଦିନର ଲଗାଣ ବର୍ଷାରେ ଦକ୍ଷିଣ ଓଡ଼ିଶାରେ ବିତ୍ପାତ ଆଣିଛି । ଆଜି ବି ଦକ୍ଷିଣରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।…

ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଘୂଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଲଘୁଚାପ ପ୍ରଭାବରେ ସକାଳ ୪ଟାରୁ ଉପକୂଳ ଓଡ଼ିଶାରେ ଲାଗିରହିଛି ବର୍ଷା । ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା ।…

ଉତ୍ତର ଓଡ଼ିଶା ମୁହାଁ ଲଘୁଚାପ: ତୁହାକୁ ତୁହା ବର୍ଷା

କେନ୍ୟୁଜ୍(ବ୍ୟୁରୋ): ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ତୁହାକୁ ତୁହା ବର୍ଷା । ଉତ୍ତର ଓଡ଼ିଶା ମୁହାଁ ଲଘୁଚାପ । ଗତକାଲି ଦକ୍ଷିଣ-ଉପକୂଳ ଓଡ଼ିଶା ଅଞ୍ଚଳରେ ସକ୍ରିୟ ଲଘୁଚାପ ଆଜି ଉତ୍ତର ଓଡ଼ିଶା ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାରେ…