Browsing Tag

heavy rain in odisha

ଆସୁଛି ଲଘୁଚାପ ସାଙ୍ଗକୁ ବଡ଼ ବର୍ଷା! ଆଜି ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ସାଙ୍ଗରେ ନେଇ ଆସୁଛି ବଡ଼ ବର୍ଷା । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର।…

ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ: ଏହି ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା, ରାଜଧାନୀରେ ହେଉଛି ଡହ ଡହ ଖରା

ଭୁବନେଶ୍ୱର(କେନ୍ୟୁଜ): ଆସନ୍ତା ୩୦ ଯାଏଁ ବର୍ଷା ସମ୍ଭାବନା । ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ସଂଲଗ୍ନ ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି । ସମୁଦ୍ର ପତ୍ତନଠାରୁ ଏହା ୩.୧ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ଢଳି ରହିଛି । ଏହାର…

ମୌସୁମୀ ପ୍ରଭାବରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୬ ଯାଏ ମେଘୁଆ ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା…

ରାଜଧାନୀରେ ପ୍ରବଳ ବର୍ଷା: ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ କାଚୁଛି

ଭୁବନେଶ୍ୱର(କେନ୍ୟୁଜ):ରାଜଧାନୀରେ ପ୍ରବଳ ବର୍ଷା। ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। କିଛି ସମୟ ପରେ ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ ବର୍ଷା ହୋଇଥିଲା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ, ଆସନ୍ତା ୩ରୁ୪ ଦିନ ଭିତରେ ହୋଇପାରେ ସୃଷ୍ଟି

ଭୁବନେଶ୍ୱର(କେନ୍ୟୁଜ୍‌): ପୁଣି ଲଘୁଚାପ ସମ୍ଭାବନା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆସନ୍ତା ୩/୪ ଦିନ ଭିତରେ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ନେଇ ପୂର୍ବାନୁମାନ କରିଛି IMD । ଆସନ୍ତା ଦୁଇ ସପ୍ତାହ ପାଇଁ IMD ଜାରି କରିଥିବା ଏକ୍ସଟେଣ୍ଡେଡ ଫୋରକାଷ୍ଟରେ…

ଦିନରେ ସିଝାଇଲା ସନ୍ଧ୍ୟାରେ ଭିଜାଇଲା, ୭୦ ଦିନ ପରେ ରାଜଧାନୀ ଭୁବନେଶ୍ୱରରେ ଘଡଘଡି ଓ ପବନ ସହ ବର୍ଷା

ଭୁବନେଶ୍ବର(କେନ୍ୟୁଜ): ତାତି ମଉଳାଇଲା ବୈଶାଖୀ ଝଡ। ଦିନରେ ସିଝାଇଲା। ସନ୍ଧ୍ୟାରେ ଭିଜାଇଲା। ପ୍ରବଳ ଗ୍ରୀଷ୍ମପ୍ରବାହରୁ ମିଳିଲା ରୁ ତ୍ରାହି । କାଳବୈଶାଖି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା । ଟ୍ଵିନ ସିଟିରେ ବି ବହୁ ସମୟ ଧରି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି ।…

ଆସନ୍ତା ୧୮ରୁ ପୁଣି ବର୍ଷା ! ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ରାଜ୍ୟ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ଭିଜିବ ରାଜ୍ୟ। ପଶ୍ଚିମ ହିମାଳୟ ଅଞ୍ଚଳରୁ ଆସୁଥିବା ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୮ ତାରିଖରୁ ବର୍ଷା ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ୧୮ ଓ…

ରାଜ୍ୟରେ କମିଛି ଶୀତ, ଆସନ୍ତାକାଲିଠୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମିଛି ଶୀତ। ପଶ୍ଚିମା ଝଡ଼ ପ୍ରଭାବରେ କାଲିଠୁ ପୁଣି ଭିଜିବ ଓଡ଼ିଶା। ୩ରୁ ୪ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ପଶ୍ଚିମ ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ: ଆଜି ପାଇଁ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଛି। ଆଜିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ୧୪ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ଆଜି ପାଇଁ ବିଜୁଳି ସହ ବର୍ଷା ନେଇ ୧୦ଟି ଜିଲ୍ଲାକୁ ୟେଲୋ…

ପୂଜାରେ ବାତ୍ୟା ! ନବମୀ କିମ୍ବା ଦଶମୀ ବେଳକୁ ଦକ୍ଷିଣ ଓଡ଼ିଶାରେ ହୋଇପାରେ ମାଡ

ଭୁବନେଶ୍ବର(କେନ୍ଯୁଜ୍): ପୂଜାରେ ବାତ୍ୟା ଡର। ନବମୀ କିମ୍ବା ଦଶମୀ ବେଳକୁ ଦକ୍ଷିଣ ଓଡ଼ିଶାରେ ବାତ୍ୟା ମାଡ ହୋଇପାରେ। ବାତ୍ୟାରୁ ବର୍ତ୍ତିଗଲେ ବି ପ୍ରବଳ ବର୍ଷାରେ ବୁଡିବ ଓଡ଼ିଶା। ଏମିତି ଆଶଙ୍କା କଲେଣି ପାଣିପାଗ ବିଶେଷଜ୍ଞ। ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା…

ସେପ୍ଟେମ୍ବରରେ ପ୍ରବଳ ବର୍ଷା ସତ୍ତ୍ୱେ ଓଡ଼ିଶାରେ ଭରଣା ହୋଇନି ନିଅଣ୍ଟିଆ ସ୍ଥିତି, ୨୫ରୁ ପୁଣି କାଚିବ

ଭୁବନେଶ୍ବର(କେନ୍ଯୁଜ୍):ମିଆଁମାର ଉପକୂଳ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ। ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆସନ୍ତାକାଲି ପୂର୍ବ ଓ ସଲଗ୍ନ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଲଘୁଚାପରେ ପରିଣତ ହୋଇପାରେ । ୨୬ ତାରିଖ ବେଳକୁ ଏହା ଓଡ଼ିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି। ପ୍ରଭାବରେ…

ଗଭୀର ଅବପାତ ଯୋଗୁଁ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ଯୁଜ୍): ବଙ୍ଗୋପସାଗରରେ ଉତ୍ତର ଉପକୂଳ ଓଡ଼ିଶାରେ ଗଭୀର ଅବପାତ। ଗଭୀର ଅବପାତ ଯୋଗୁଁ ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଅସ୍ତରଙ୍ଗରେ ୫୩ ସେ.ମି., କାକଟପୁରରେ ୫୩ ସେ.ମି., ବାଲିକୁଦାରେ ୪୪ ସେ.ମି., କଣ୍ଟାପଡ଼ାରେ ୩୮ ସେ.ମି., ନିଆଳି ୩୭ ସେ.ମି.,…