Browsing Tag

heavy rain in odisha

ପାରାଦୀପ ଉପକୂଳରୁ ୯୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି ଡିପ୍ରେସନ୍, ପ୍ରଭାବରେ ଉପକୂଳ ଓଡ଼ିଶାରେ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ରହିଛି ଡିପ୍ରେସନ୍‌ । ଏବେ ଉତ୍ତର-ଉତ୍ତରପୂର୍ବ ଦିଗରେ ଆଗକୁ ବଢୁଛି । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି ଡିପ୍ରେସନ୍‌ । ବର୍ତ୍ତମାନ ପାରାଦୀପ ଉପକୂଳରୁ ୯୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ…

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ: ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବିଭିନ୍ନ ସ୍ଥାନରେ ୨୨ ତାରିଖ…

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ୨୧ ତାରିଖରେ ଆନ୍ଧ୍ରପ୍ରଦେଶର କାକିନାଡା ଓ ମଚ୍ଛଲିପଟ୍ଟନମ୍‌ ମଧ୍ୟରେ ଏହା ସ୍ଥଳ ଭାଗ ଛୁଇଁବ । ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ୨୨ ତାରିଖ ଯାଏ ବର୍ଷା ଲାଗି ରହିବ । ଉପକୂଳ ଓ…

୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧିବ ଆଉ ଗୋଟିଏ ଲଘୁଚାପ, ପ୍ରଭାବରେ ୧୮ରୁ ପ୍ରବଳ ବର୍ଷା !

ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିବ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ୧୮ରୁ ବର୍ଷା ଆରମ୍ଭ ହୋଇଯିବ। ସେପଟେ…

ବନ୍ୟା ପାଣିରେ ଧୋଇଗଲା ପୋଲ, ବ୍ରହ୍ମପୁର-ବଡ଼ଗଡ଼କୁ ଯୋଗାଯୋଗ ବିଚ୍ଛିନ୍ନ

ବ୍ରହ୍ମପୁର: ରାସ୍ତା ଉପରେ ୪ଫୁଟର ପାଣି । ବ୍ରହ୍ମପୁର-ବଡ଼ଗଡ଼କୁ ଯୋଗାଯୋଗ ବିଚ୍ଛିନ୍ନ। ବଡଗଡ ନିକଟ ଯରଉ ନଦୀରେ ଜଳସ୍ତର ବଢିବା ଫଳରେ ବନ୍ୟା ପାଣିରେ ଧୋଇଯାଇଛି ପୋଲ । ଫଳରେ ଗଞ୍ଜାମ ବଡଗଡରୁ ବ୍ରହ୍ମପୁରକୁ ଯାଇଥିବା ରାସ୍ତାରେ ଯୋଗାଯୋଗ ବିଛିନ୍ନ ହୋଇଛି । ତଳିଆ ଅଞ୍ଚଳର ଲୋକେ ଆତଙ୍କିତ…

ସାମୁଦ୍ରିକ ଝଡର ରୂପ ନେବନି ଲଘୁଚାପ, ଡିପ ଡିପ୍ରେସନ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ: IMD ଡିଜି

ଭୁବନେଶ୍ବର: ନାହିଁ ବାତ୍ୟା ଆଶଙ୍କା। ସାମୁଦ୍ରିକ ଝଡର ରୂପ ନେବନି ଲଘୁଚାପ। ଡିପ ଡିପ୍ରେସନ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବ। ଏନେଇ ସୂଚନା ଦେଇଛନ୍ତି IMD DG ମୃତ୍ୟୁଞ୍ଜୟ ମହାପାତ୍ର। ସେ କହିଛନ୍ତି ଡିପ ଡିପ୍ରେସନ ପ୍ରଭାବରେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଦକ୍ଷିଣ ଓଡ଼ିଶାରେ…

ବଙ୍ଗୋପସାଗରରେ ଲଘୁଚାପ ନେବ ଅବପାତର ରୂପ, ପ୍ରଭାବରେ ୧୧ ତାରିଖରୁ ଓଡ଼ିଶା ଉପକୂଳରେ ଆରମ୍ଭ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆଣ୍ଡାମାନ ସାଗର ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହା ଅଧିକ ଘନୀଭୂତ ହେବ । ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୧୦ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ନେବ ଅବପାତର ରୂପ । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ଡିପ୍ରେସନର…

ରାଜ୍ୟର ବିଭିନ୍ନ ସ୍ଥାନରେ ଛେଚିବ ବର୍ଷା, ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୧୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର,…

ଆସୁଛି ଆଉ ଏକ ଲଘୁଚାପ, ୨୦ରୁ କାଚିବ ପ୍ରବଳ ବର୍ଷା!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ୨୦ରୁ ହୋଇପାରେ ବର୍ଷା । ୨୦ ଓ ୨୧ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୦ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହା ଲଘୁଚାପରେ ପରିଣତ ହୋଇପାରେ । ଲଘୁଚାପ ଉତ୍ତର ପଶ୍ଚିମ ଗତି…

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର, ଆସନ୍ତାକାଲିଠୁ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଓଡ଼ିଶାର ପଶ୍ଚିମରେ ସୀମାନ୍ତରେ ୩ ଦିନ ପର୍ଯ୍ୟନ୍ତ ବଡ ବର୍ଷାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ ଭାବେ ମାଲକାନଗିରି, କୋରାପୁଟ,…

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା! କୋରାପୁଟ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଅଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାମାନଙ୍କରେ ବର୍ଷା ସମ୍ଭାବନା। ଅନ୍ୟ ଗୋଟିଏ ଦୁଇଟି ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ । କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟରେ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।…

ପୁଣି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଆଜିଠୁ ବର୍ଷା ! ୬ ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଆଜିଠୁ ବର୍ଷା ସମ୍ଭାବନା । ବିଶେଷକରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସେଥିଲାଗି ୬ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା,…