Browsing Tag

heavy rain in odisha

ବାଲିଗୁଡା ମୁଖ୍ୟ ରାସ୍ତାରେ ପଡିରହିଛି ବୃହତକାୟ ଶାଳ ଗଛ : ଯାତାୟତ ବାଧାପ୍ରାପ୍ତ, ପଡୁନି କାହାର ନଜର

ଦାରିଙ୍ଗବାଡି: ବାଲିଗୁଡା ମୁଖ୍ୟରାସ୍ତା ଡଲାବାଲି ଘାଟି ତଳେ ଲଘୁଚାପ ବର୍ଷା ଫଳରେ ଏକ ବୃହତକାୟ ଶାଳ ଗଛ ଶନିବାର ରାତି ଠାରୁ ପଡି ରହିଛି । ହେଲେ କାହାର ନଜର ପଡୁନି । ଏହି ରାସ୍ତା ଦେଇ ସବୁଦିନ ହଜାର ହଜାର ଲୋକେ ବାଲିଗୁଡା ବଜାରକୁ  ସାମଗ୍ରୀ ଆଣିବା ପାଇଁ ଯାଇଥାନ୍ତି, କିନ୍ତୁ ୪ଦିନ…

ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା, ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷିବ । ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲ୍ଲାରେ ବର୍ଷା ରହିଛି । ଆଜିଠାରୁ ଆସନ୍ତାକାଲି ପର୍ଯ୍ୟନ୍ତ ୧୧ଟି ଜିଲ୍ଲାକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ଟି ଜିଲ୍ଲାକୁ…

ଅବପାତର ରୂପ ନେଲା ଲଘୁଚାପ, ପ୍ରଭାବରେ ଆସନ୍ତାକାଲି ସକାଳ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ବର: ଅବପାତର ରୂପ ନେଲା ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ୨୧ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦…

ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା: ୧୨ଟି ଜିଲ୍ଲାକୁ ଅରେଞ୍ଜ ଓ ୮ଟି ପାଇଁ ୟେଲୋ…

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ । ପ୍ରଭାବରେ ଗତକାଲି ରାତିରୁ ବର୍ଷା ଲାଗି ରହିଛି । ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ତିନିଟି ଜିଲ୍ଲା ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ । ପ୍ରବଳରୁ ଅତି ପ୍ରବଳ ବର୍ଷା…

ମାଲକାନଗିରିରେ ଲଗାଣ ବର୍ଷା: କାଲିମେଳା ଓ ମୋଟୁକୁ ଯୋଗାଯୋଗ ବିଛିନ୍ନ, ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ

ମାଲକାନଗିରି: ମାଲକାନଗିରିରେ ଜାରି ରହିଛି ଲଗାଣ ବର୍ଷା। ଲଗାଣ ବର୍ଷାରେ ଜିଲ୍ଲାର କାଙ୍ଗୁରକୋଣ୍ଡା ପୋଲ ଉପରେ ୩ରୁ ୪ ଫୁଟ ପାଣି ପ୍ରବାହିତ ହେଉଛି । ଫଳରେ କାଲିମେଳା ଓ ମୋଟୁକୁ ଯୋଗାଯୋଗ ବିଛିନ୍ନ ହୋଇଯାଇଛି । ହଜାର ହଜାର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇପଡିଛି । ଫଳରେ ଫସଲ ସବୁ ନଷ୍ଟ…

୧୯ରେ ଆସୁଛି ଆଉ ଏକ ଲଘୁଚାପ, ଲଗାଣ ବର୍ଷାରେ ଅର୍ଦ୍ଧାଧିକ ଜିଲ୍ଲାରେ ବନ୍ୟା ପରିସ୍ଥିତି

ଭୁବନେଶ୍ବର: ଆସନ୍ତା ୧୯ରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ଓଡ଼ିଶାରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଲଘୁଚାପ ପ୍ରଭାବରେ ହୋଇଥିବା…

ଲଗାଣ ବର୍ଷାରେ ମାଲକାନଗିରି କାଙ୍ଗୁରକୋଣ୍ଡା ପୋଲ ଉପରେ ଭାସିଗଲା ଟ୍ରକ୍‌

ମାଲକାନଗିରି : ଲଗାଣ ବର୍ଷାରେ ଭାସିଗଲା ଟ୍ରକ୍‌ । ମାଲକାନଗିରି ଜିଲ୍ଲା କାଙ୍ଗୁରକୋଣ୍ଡା ପୋଲ ଉପରୁ ଟ୍ରକ୍‌ ଭାସିଗଲା । ପୋଲ ଉପରେ ୫ ଫୁଟର ପାଣି ଚାଲୁଥିବାବେଳେ ଟ୍ରକ୍‌ ପାର ହେଉଥିଲା । ଏହି ସମୟରେ ଟ୍ରକଟି ଭାସିଯାଇଥିଲା । ସ୍ଥାନୀୟ ଲୋକ ଡ୍ରାଇଭରକୁ ଉଦ୍ଧାର କରିଛନ୍ତି । ଜିଲ୍ଲାରେ ୫…

ଲଘୁଚାପ ପ୍ରଭାବରେ ଆହୁରି ୨ଦିନ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା, ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ…

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଏମିତି ଆହୁରି ୨ଦିନ ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁ ଅତି…

ଆସୁଛି ଆଉ ଏକ ଲଘୁଚାପ:ରାଜ୍ୟରେ ଅଧିକ ସକ୍ରିୟ ହେବ ମୌସୁମୀ, ଅଧିକାଂଶ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମୌସୁମୀ ଅଧିକ ସକ୍ରିୟ ହେବ ଓ ଅଧିକାଂଶ ଜିଲ୍ଲାରେ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ।…

ପୁଣି ଆସୁଛି ଆଉ ଏକ ଲଘୁଚାପ: ଆସନ୍ତା ୧୧ରୁ ପ୍ରବଳ ବର୍ଷା, ସମସ୍ତ ଜିଲ୍ଲାପାଳ ମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ୱେଲ ମାର୍କଡ ଲୋ ପ୍ରେସର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା…

ଆସୁଛି ଲଘୁଚାପ: ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା, ଚାଷୀଙ୍କୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର : ଆସୁଛି ଲଘୁଚାପ ।  ଯାହା ପ୍ରଭାବରେ ଆସନ୍ତା ସପ୍ତାହରେ ରାଜ୍ୟରେ ଭୀଷଣ ବର୍ଷା ହେବ। ଯାହାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅର୍ଥାତ୍ ଆସନ୍ତା ୩ରୁ ପ୍ରବଳ ବର୍ଷିବ । କାରଣ ୪ ତାରିଖରେ ଓଡ଼ିଶାରେ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ବଙ୍ଗୋପସାଗରରେ ଲଘୁଚାପ: ପ୍ରଭାବରେ ରାଜ୍ଯରେ ପ୍ରବଳ ବର୍ଷା ! ୫ ଜିଲ୍ଳାକୁ ଅରେଞ୍ଜ ଓ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ…

ଭୁବନେଶ୍ବର: ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ…