ଆଜି ଏହି ଜିଲ୍ଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା, ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର (କେନ୍ୟୁଜ୍) : ଆଜି ଓଡିଶା ସମେତ ଉତ୍ତର ଓଡିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସାଙ୍ଗକୁ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାରିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଭାଗର କହିବାନୁଯାୟୀ ଆଜି ରାୟଗଡା, ନୟାଗଡ, କନ୍ଧମାଳ ଏବଂ ଗଞ୍ଜାମ ଆଦି କେତେକ…