Browsing Tag

heavy rain in odisha

ଓଡିଶାର ୬ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ଆସନ୍ତା ୧୨ ତାରିଖ ଯାଏଁ ଲାଗିରହିବ ଝଡତୋଫାନ

ଆସନ୍ତା ୮ ତାରିଖରେ ଲଘୁଚାପ ଫଳରେ ବର୍ଷା ହେବା ସମ୍ଭାବନା। ଫଳରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ୬ ଜିଲ୍ଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା,ନବରଙ୍ଗପୁର ଏବଂ କୋରାପୁଟ ଯେଉଁଠି ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି…

ଆଜି ଓଡିଶାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ।…

ଆସନ୍ତା ଦୁଇ ଦିନ ଯାଏଁ ଓଡିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା !

ଭୁବନେଶ୍ୱର (କେନ୍ୟୁଜ) : ଦୁଇ ଦିନ ପ୍ରବଳ ଛେଚିବ ବର୍ଷା। କରୋନା ମହାମାରୀର ଏହି ଲଢ଼େଇ ଭିତରେ ଆସନ୍ତା ଦୁଇ ଦିନ ଆର୍ଥତ ୪୮ ଘଣ୍ଟା ଯାଏଁ କାଳବୈଶାଖୀ ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ। ସେହିପରି ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ…

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ପ୍ରାୟ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ…

ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟରେ ଆହୁରି ୪୮ଘଣ୍ଟା…

ଭୁବନେଶ୍ବର: ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆହୁରି ୪୮ଘଣ୍ଟା ଧରି ଏଭଳି ପାଗ ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର…

ଦକ୍ଷିଣ-ପଶ୍ଚିମ ରାଜସ୍ଥାନରୁ ଝାଡଖଣ୍ଡ ପର୍ଯ୍ୟନ୍ତ ସୃଷ୍ଟି ହୋଇଥିବା ଟ୍ରାପ ଲାଇନ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଭୁବନେଶ୍ବର: କୋହଲା ପାଗ ଶୀତ ସାଙ୍ଗକୁ ଅଦିନିଆ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ । ଦକ୍ଷିଣ-ପଶ୍ଚିମ ରାଜସ୍ଥାନରୁ ଝାଡଖଣ୍ଡ ପର୍ଯ୍ୟନ୍ତ ସୃଷ୍ଟି ହୋଇଥିବା ଟ୍ରାପ ଲାଇନ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା…

ଘୂର୍ଣ୍ଣିବଳୟ ଯୋଗୁ ସାରା ରାଜ୍ୟରେ ଲଗାଣ ବର୍ଷା, ଟ୍ଵିନ୍‌ସିଟିର ବିଭିନ୍ନ ସ୍ଥାନ ଜଳମଗ୍ନ

ଭୁବନେଶ୍ବର(କେନ୍ୟୁଜ୍): ପ୍ରବଳ ବର୍ଷାରେ ଟ୍ଵିିନ୍‌ ସିଟିର ହାଲ ବେହାଲ୍‌ । ରାସ୍ତା ଉପରେ ଆଣ୍ଠୁଏ ଆଣ୍ଠୁଏ ପାଣି। ତଳିଆ ଅ଼ଞ୍ଚଳ ମାନଙ୍କରେ ପାଣି ପଶି ଲୋକମାନେ ହନ୍ତସନ୍ତ ହେଉଛନ୍ତି। ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଘୂର୍ଣ୍ଣିବଳୟ ଯୋଗୁଁ ଉତ୍ତର, ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ…

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ, ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ…

ଭୁବନେଶ୍ବର(କେନ୍ୟୁଜ୍): ଆଜିଠୁ ତିନି ଦିନ ଧରି ନିସ୍ତାର ନାହିଁ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର, ପଶ୍ଚିମ ଓ ଦକ୍ଷିଁ ଓଡ଼ିଶାରେ ଅଧିକ ବର୍ଷା…