heavy rain

୧୫ ଯାଏ ରାଜ୍ୟରେ ଜାରି ରହିବ ବର୍ଷା, ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ

ଭୁବନେଶ୍ୱର(କେନ୍ୟୁଜ୍): ୧୫ ଯାଏ ପ୍ରବଳ ବର୍ଷିବ। ରାଜ୍ୟରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ହୋଇ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହରେ…

2 years ago

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର: ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର (କେନ୍ୟୁଜ୍‌): ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି । ଟ୍ଵିନ୍‌ସିଟି…

2 years ago

ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ୍‌): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଟ୍ଵିନ୍‌ସିଟି ସମେତ ସାରା ଓଡ଼ିଶା ଭିଜୁଛି। ଭୁବନେଶ୍ୱରରେ ମୂଷଳଧାରାରେ ବର୍ଷା ହେଉଛି।…

2 years ago

ଆସୁଛି ଲଘୁଚାପ ସାଙ୍ଗକୁ ବଡ଼ ବର୍ଷା! ଆଜି ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ସାଙ୍ଗରେ ନେଇ ଆସୁଛି ବଡ଼ ବର୍ଷା । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା…

2 years ago

ମୌସୁମୀ ପ୍ରଭାବରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୬ ଯାଏ ମେଘୁଆ ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ…

2 years ago

ରାଜଧାନୀରେ ପ୍ରବଳ ବର୍ଷା: ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ କାଚୁଛି

ଭୁବନେଶ୍ୱର(କେନ୍ୟୁଜ):ରାଜଧାନୀରେ ପ୍ରବଳ ବର୍ଷା। ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। କିଛି ସମୟ ପରେ ବିଜୁଳି ଓ…

2 years ago

‘ଅସାନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି: ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି(କେନ୍ୟୁଜ): ଦୁର୍ବଳ ହେଲା ବାତ୍ୟା ଅସାନି । ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ଦକ୍ଷିଣ ପଶ୍ଚିମ…

2 years ago

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବଦଳିଲା ପାଣିପାଗ: ଆଜିଠୁ ବଢିବ ବର୍ଷା ପରିମାଣ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବଦଳିଲା ପାଣିପାଗ। ଆଜିଠୁ ବଢିବ ବର୍ଷା ପରିମାଣ। ବଙ୍ଗୋପସାଗରରୁ ରାଜ୍ୟକୁ ଉଷ୍ଣ ଜଳୀୟ ବାଷ୍ପ ପୂର୍ଣ୍ଣ ପ୍ରବାହିତ ହେଉଛି। ଏହାର ପ୍ରଭାବରେ…

2 years ago

୩ ତାରିଖରୁ ପୁଣି ବର୍ଷାରେ ଭିଜିବ ଓଡିଶା, ପୁଣି ବଢିବ ଶୀତ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ କମିଛି ଶୀତ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବଙ୍ଗୋପସାଗର ମଧ୍ୟରୁ ପ୍ରବାହିତ ଉଷ୍ଣ-ଜଳୀୟବାଷ୍ପପୂର୍ଣ୍ଣ ବାୟୁ…

2 years ago

ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା! କୁଆପଥର ମାଡ଼ ପାଇଁ ଆଜି ୧୩ଟି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ଯୁଜ୍):ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ବାୟୁମଣ୍ଡଳରେ ସକ୍ରିୟ ରହିଥିବାରୁ ବର୍ଷା ଜାରି ରହିଛି। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ…

2 years ago

ଆଗାମୀ କିଛି ଘଣ୍ଟାରେ ପ୍ରବଳ ବର୍ଷା, ୬ ଜିଲ୍ଲା ସମେତ ଟ୍ଵିନ୍‌ସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ: SRC

ଭବନେଶ୍ବର(କେନ୍ଯୁଜ୍): ପ୍ରବଳ ବର୍ଷିବ । ଆଗାମୀ କିଛି ଘଣ୍ଟାରେ ପ୍ରବଳ ବର୍ଷା । ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲ୍ଲା…

3 years ago

କଟକ ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା! ଟ୍ବିନ୍ ସିଟି ପାଇଁ ଆଜି ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କଲା IMD

ଭୁବନେଶ୍ବର(କେନ୍ଯୁଜ୍): ଟୁଇନ ସିଟି ପାଇଁ ଆଜି ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । IMD ଜାରି କଲା ଅରେଞ୍ଜ ଓ୍ଵାର୍ଣ୍ଣିଂ । କଟକ ଭୁବନେଶ୍ୱରରେ ଅଧିକରୁ ଅତି…

3 years ago