Below header
Browsing Tag

heavy rain

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ…

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ସକାଳ ୮ଟା…

୧୦ ତାରିଖ ଯାଏଁ ବର୍ଷାର ବିତ୍ପାତ ଲାଗି ରହିବ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଉତ୍ତର - ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପରେ ପରିଣତ ହେବ। ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୦ ତାରିଖ ପର୍ଯନ୍ତ ସାର ରାଜ୍ୟରେ ବର୍ଷା ଲହରୀ…

ଦୁଇଘଣ୍ଟାରେ ବେହାଲ ଭୁବନେଶ୍ୱର: ରାସ୍ତା ଉପରେ ଲହଡ଼ି ମାରୁଛି ବର୍ଷା ଜଳ, ଇସ୍କନ ଆଗରେ ଜଳବନ୍ଦୀ ସ୍ଥିତି

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀରେ ଲଗାଣ ବର୍ଷା । ଦୁଇଘଣ୍ଟାର ବର୍ଷାରେ ବେହାଲ ଭୁବନେଶ୍ୱର । ରାସ୍ତା ଉପରେ ଲହଡ଼ି ମାରୁଛି ବର୍ଷା ପାଣି । ବିଶେଷକରି ଇସ୍କନ ଆଗରେ ଜଳବନ୍ଦୀ ସ୍ଥିତି । ଆଜି ସକାଳୁ ଆକାଶ ମେଘୁଆ ରହିଥିଲା । ପୂର୍ବାହ୍ନରେ ପ୍ରବଳ ବର୍ଷା ହୋଇଛି । ଘଣ୍ଟା ପ୍ରତି ୨ରୁ ୩…

ଲଗାଣ ବର୍ଷାରେ ଉବୁଟୁବୁ ପୁରୀ: ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ

ପୁରୀ(କେନ୍ୟୁଜ୍): ଲଗାଣ ବର୍ଷାରେ ଉବୁଟୁବୁ ପୁରୀ। ପ୍ରବଳ ବର୍ଷା ଯୋଗୁ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବର୍ଷା ଯୋଗୁ ସହରର ବଡ ଡାକ୍ତରଖାନା ଛକ, ବଡଦାଣ୍ଡ ଓ ସହର ତଳି ଅଞ୍ଚଳ ଜଳାର୍ଣ୍ଣବ ହୋଇପଡିଛି। ବଡ଼ ଦାଣ୍ଡରେ ଲହଡ଼ି ମାରୁଛି ପାଣି। ଜମି ରହିଛି ଆଣ୍ଠୁଏ ଲେଖାଏଁ ପାଣି। ଆଜି…

ଆଜି ପ୍ରବଳ ବର୍ଷା ସମ୍ଭାବନା! ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଆସନ୍ତାକାଲି ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ରାଜ୍ୟରେ ମୌସୁମୀର ସକ୍ରିୟତା ଓ ଲଘୁଚାପ କ୍ଷେତ୍ର ପ୍ରଭାବରେ…

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି: ଆସନ୍ତାକାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର(କେନ୍ୟୁଜ୍): ସ୍ୱାଭାବିକ ସ୍ଥିତିକୁ ଫେରୁଛି ମୌସୁମୀ । କାଲିଠୁ ବଦଳିବ ପାଗ । ୬ରୁ ବଡ଼ ବର୍ଷା । ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । କାଲିଠୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆସନ୍ତା ଦୁଇ ଦିନ ଧରି…

ଆଗାମୀ ୨ଦିନ ପାଇଁ ରାଜ୍ୟରେ ହେବ ପ୍ରବଳ ବର୍ଷା: ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ବର୍ଷା। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା। ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବ ଆଭ୍ୟନ୍ତରୀଣ ଓଡ଼ିଶା ଓ ଛତିଶଗଡ଼ ପର୍ଯ୍ୟନ୍ତ ରହିଛି। ଏହାର ପ୍ରଭାବରେ ଆଗାମୀ ୨ଦିନ ପାଇଁ ରାଜ୍ୟରେ ପ୍ରବଳ…

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି: ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୭ ଜଣଙ୍କ ମୃତ୍ୟୁ, ୪ ଚାଷୀ ଗୁରୁତର

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଜାରି ରହିଛି ବର୍ଷା। ମୌସୁମୀ ପ୍ରଭାବରେ ବର୍ଷା ଜାରି । ୩ ଦିନ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।…

ଆଜିଠୁ ପୁଣି ବୃଦ୍ଧି ପାଇବ ବର୍ଷାର ପ୍ରକୋପ: ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୩ ଦିନ ପାଇଁ…

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ବଢ଼ିବ ବର୍ଷା । ଆଜିଠୁ ବର୍ଷାର ପ୍ରକୋପ ପୁଣି ବୃଦ୍ଧି ପାଇବ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଏହି ସମୟରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତିନି ଦିନ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ…

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲା ହେଲେ…

ମୌସୁମୀ ଓ ଲଘୁଚାପ ଜନିତ ବର୍ଷାରେ ଭିଜିଛି ସାରା ଓଡ଼ିଶା, ୨୪ ଘଣ୍ଟାରେ ୩୭.୩ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ମୌସୁମୀ ଓ ଲଘୁଚାପ ଜନିତ ବର୍ଷାରେ ଭିଜିଛି ସାରା ଓଡ଼ିଶା । ୫ ଦିନର ଲଗାଣ ବର୍ଷାରେ ଦକ୍ଷିଣ ଓଡ଼ିଶାରେ ବିତ୍ପାତ ଆଣିଛି । ଆଜି ବି ଦକ୍ଷିଣରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।…

ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା, ୭ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଉପକୂଳ ଓଡ଼ିଶାରେ ସକ୍ରିୟ ରହିଛି ଲଘୁଚାପ । ଘୂଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ବ୍ୟାପିଛି । ଲଘୁଚାପ ପ୍ରଭାବରେ ସକାଳ ୪ଟାରୁ ଉପକୂଳ ଓଡ଼ିଶାରେ ଲାଗିରହିଛି ବର୍ଷା । ସକ୍ରିୟ ଲଘୁଚାପ ପ୍ରଭାବରେ ଟ୍ଵିନ ସିଟିରେ ଲାଗିରହିଛି ବର୍ଷା ।…