Below header
Browsing Tag

heavy rain

ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା ! ଦକ୍ଷିଣରେ କମିବ, ଉତ୍ତରରେ ବଢ଼ିବ

ଭୁବନେଶ୍ୱର( କେନ୍ୟୁଜ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ୫ ଦିନ ଯାଏ ଭୀଷଣ ବର୍ଷା ସମ୍ଭାବନା । ଏବେ ଉତ୍ତର ଓଡ଼ିଶା ମୁହାଁ ଲଘୁଚାପ । ଉତ୍ତର ଓଡ଼ିଶା ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଜାରି ରହିଛି । ଆସନ୍ତା ୨୪…

ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା, ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଆଜିଠୁ ପ୍ରବଳ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ତୁହାକୁ ତୁହା ବର୍ଷା ହେଉଛି । ଦକ୍ଷିଣ ଉପକୂଳ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୱେଲ ମାର୍କଡ ଲୋ ପ୍ରେସର ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜିଠାରୁ ୧୬ ଯାଏ ରାଜ୍ୟରେ ଭୀଷଣ ବର୍ଷା ହେବ । ଏନେଇ ସତର୍କ…

ଲଗାଣ ବର୍ଷାରେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେଲା ମାଲକାନଗିରି, ପୋଲ ଓ ରାସ୍ତା ଉପରେ ୭ ଫୁଟ୍‌ ର ବନ୍ୟା ଜଳ ପ୍ରବାହିତ

କାଲିମେଳା (କେନ୍ୟୁଜ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଏଭଳି ସ୍ଥିତିରେ ଲଗାଣ ବର୍ଷା ପରେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି ମାଲକାନଗିରି । ବଢ଼ୁଛି ନଦୀର ଜଳସ୍ତର, ବଢ଼ୁଛି ବିପଦ । ମୋଟୁର କୁଇଗୁର ବ୍ରିଜ ଉପରେ ଚାଲୁଛି ୭ ଫୁଟ୍‌ପାଣି । ପାଣି ବଢ଼ିବା ପରେ ମାଲକାନଗିରି ଓ…

ଗଞ୍ଜାମ ଜିଲ୍ଲାରେ ଲଗାଣ ବର୍ଷା ଜାରି: ଫୁଲୁଛି ନଦୀ ଓ ଡ଼୍ୟାମ୍, ପାଣିରେ ବୁଡି ରହିଛି ରାସ୍ତା ଘାଟ ସହିତ ଚାଷ ଜମି

ଭଞ୍ଜନଗର(କେନ୍ୟୁଜ୍): ଗତ ରବିବାର ଠାରୁ ଗଂଜାମ ଜିଲ୍ଲାର ଭଞ୍ଜନଗର ,ଜଗନ୍ନାଥପ୍ରସାଦ, ଆସିକା , ବୁଗୁଡ଼ା , ପୋଲସରା , ବେଲଗୁଣ୍ଠା ଓ କବିସୂର୍ଯ୍ୟନଗର ବ୍ଳକର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ରାସ୍ତା ଘାଟ ଠାରୁ ଆରମ୍ଭ କରି ଚାଷଜମି ଓ କେତେକ ଗାଁ ରେ ବର୍ଷାଜଳ ପ୍ରବାହିତ କରିବା…

୧୪ରୁ ୧୬ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ୧୪ରୁ ୧୬ ଭୀଷଣ ବର୍ଷା। ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା । ଆଜି ୧୬ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ବିଶେଷକରି ବଲାଙ୍ଗିର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ ଓ ଦେବଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ…

ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ କେନ୍ଦ୍ରୀଭୂତ ଲଘୁଚାପ: ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ବର୍ଷା। ଲଘୁଚାପ ପ୍ରଭାବରେ ବିକ୍ଷିପ୍ତ ବର୍ଷା ଜାରି। ଆସନ୍ତା ସାତଦିନ ଯାଏ ସ୍ୱାଭାବିକଠାରୁ ଅଧିକ ହେବ ବର୍ଷା। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛନ୍ତି ଆଇଏମଡି ଡିଜି। ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ…

ଆସନ୍ତାକାଲିଠୁ ବଢ଼ିବ ବର୍ଷା ପରିମାଣ, ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍) : ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଦେଢ଼ ସପ୍ତାହ ହେଲା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ । ଦୁଇଟି ଲଘୁଚାପ ପ୍ରଭାବରେ ୧୭ ତାରିଖ ଯାଏ କେତେକ ସ୍ଥାନରେ ମଧ୍ୟମ ଓ ଅନ୍ୟ କିଛି…

୫ ଦିନ ଯାଏ ବର୍ଷା ଲାଗି ରହିବ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା । ୫ ଦିନ ଯାଏ ବର୍ଷା ଲାଗି ରହିବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ…

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର (କେନ୍ୟୁଜ୍): ବର୍ଷାରେ ଭିଜୁଛି ସାରା ଓଡ଼ିଶା। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ପାଇଁ ଆଗାମୀ ୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା,…

ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର(କେନ୍ୟୁଜ୍):ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,…

୧୫ ଯାଏ ରାଜ୍ୟରେ ଜାରି ରହିବ ବର୍ଷା, ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ

ଭୁବନେଶ୍ୱର(କେନ୍ୟୁଜ୍): ୧୫ ଯାଏ ପ୍ରବଳ ବର୍ଷିବ। ରାଜ୍ୟରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ହୋଇ ବର୍ଷା ଜାରି ରହିଛି। ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପୂର୍ବାନୁମାନ କରୁଛନ୍ତି ପାଣିପାଗ ବିଶେଷଜ୍ଞ। ଆସନ୍ତା ୯ ଓ ୧୩ରେ…

ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର: ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା

ଭୁବନେଶ୍ୱର (କେନ୍ୟୁଜ୍‌): ଉତ୍ତର ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି । ଟ୍ଵିନ୍‌ସିଟି ସମେତ ଭିଜୁଛି ସାରା ଓଡ଼ିଶା। ଭୁବନେଶ୍ୱରରେ ମୂଷଳଧାରାରେ ବର୍ଷା ହେଉଛି । ଫଳରେ କିଛି…