Browsing Tag

heavy rain

ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ୍‌): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ଟ୍ଵିନ୍‌ସିଟି ସମେତ ସାରା ଓଡ଼ିଶା ଭିଜୁଛି। ଭୁବନେଶ୍ୱରରେ ମୂଷଳଧାରାରେ ବର୍ଷା ହେଉଛି। ଫଳରେ କିଛି ସ୍ଥାନରେ ରାସ୍ତାରେ ପାଣି ଜମି ରହିଛି। ଅନ୍ୟପଟେ ପ୍ରବଳ ବର୍ଷା ନେଇ ଆଜି ପାଇଁ ୧୧…

ଆସୁଛି ଲଘୁଚାପ ସାଙ୍ଗକୁ ବଡ଼ ବର୍ଷା! ଆଜି ୮ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ଆସୁଛି ଲଘୁଚାପ । ସାଙ୍ଗରେ ନେଇ ଆସୁଛି ବଡ଼ ବର୍ଷା । ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଏକ ଲଘୁଚାପ କ୍ଷେତ୍ର।…

ମୌସୁମୀ ପ୍ରଭାବରେ ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ଆସନ୍ତା ୨୬ ଯାଏ ମେଘୁଆ ରହିବ ପାଗ

ଭୁବନେଶ୍ୱର(କେନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା। ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ଝାଡ଼ଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା…

ରାଜଧାନୀରେ ପ୍ରବଳ ବର୍ଷା: ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ କାଚୁଛି

ଭୁବନେଶ୍ୱର(କେନ୍ୟୁଜ):ରାଜଧାନୀରେ ପ୍ରବଳ ବର୍ଷା। ସକାଳୁ ପାଗ ଖରାଟିଆ ଥିଲା। ମଧ୍ୟାହ୍ନରେ ଆକାଶ ମେଘାଚ୍ଛନ ହେବା ସହ ମାଡ଼ି ଆସିଥିଲା ବର୍ଷା। କିଛି ସମୟ ପରେ ବିଜୁଳି ଓ ଘଡ଼ଘଡ଼ି ସହ ମୂଷଳଧାରରେ ବର୍ଷା ହୋଇଥିଲା। ପ୍ରବଳ ବର୍ଷାରେ ହଠାତ ରାଜଧାନୀରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା।…

‘ଅସାନି’ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି: ମାଲକାନଗିରିରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ମାଲକାନଗିରି(କେନ୍ୟୁଜ): ଦୁର୍ବଳ ହେଲା ବାତ୍ୟା ଅସାନି । ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଗୋପାଳପୁର ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୪୦ କିଲୋମିଟର ଦୂରରେ ପଶ୍ଚିମ -କ୍ରେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କ୍ରେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ଏହା…

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବଦଳିଲା ପାଣିପାଗ: ଆଜିଠୁ ବଢିବ ବର୍ଷା ପରିମାଣ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବଦଳିଲା ପାଣିପାଗ। ଆଜିଠୁ ବଢିବ ବର୍ଷା ପରିମାଣ। ବଙ୍ଗୋପସାଗରରୁ ରାଜ୍ୟକୁ ଉଷ୍ଣ ଜଳୀୟ ବାଷ୍ପ ପୂର୍ଣ୍ଣ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା…

୩ ତାରିଖରୁ ପୁଣି ବର୍ଷାରେ ଭିଜିବ ଓଡିଶା, ପୁଣି ବଢିବ ଶୀତ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ କମିଛି ଶୀତ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ। ବଙ୍ଗୋପସାଗର ମଧ୍ୟରୁ ପ୍ରବାହିତ ଉଷ୍ଣ-ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାତ୍ରି ତାପମାତ୍ରା ବଢିବା ସହ ଶୀତ କମିଛି। ଏପଟେ ପଶ୍ଚିମା ଝଡ ପ୍ରଭାବରେ…

ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା! କୁଆପଥର ମାଡ଼ ପାଇଁ ଆଜି ୧୩ଟି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ଯୁଜ୍):ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବ ବାୟୁମଣ୍ଡଳରେ ସକ୍ରିୟ ରହିଥିବାରୁ ବର୍ଷା ଜାରି ରହିଛି। ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରୁ ବର୍ଷା ଆରମ୍ଭ ହୋଇଛି। ଆଜି ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ…

ଆଗାମୀ କିଛି ଘଣ୍ଟାରେ ପ୍ରବଳ ବର୍ଷା, ୬ ଜିଲ୍ଲା ସମେତ ଟ୍ଵିନ୍‌ସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ: SRC

ଭବନେଶ୍ବର(କେନ୍ଯୁଜ୍): ପ୍ରବଳ ବର୍ଷିବ । ଆଗାମୀ କିଛି ଘଣ୍ଟାରେ ପ୍ରବଳ ବର୍ଷା । ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲ୍ଲା ସମେତ ଟ୍ଵିନ୍‌ସିଟିକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକକୁ…

କଟକ ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା! ଟ୍ବିନ୍ ସିଟି ପାଇଁ ଆଜି ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କଲା IMD

ଭୁବନେଶ୍ବର(କେନ୍ଯୁଜ୍): ଟୁଇନ ସିଟି ପାଇଁ ଆଜି ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି । IMD ଜାରି କଲା ଅରେଞ୍ଜ ଓ୍ଵାର୍ଣ୍ଣିଂ । କଟକ ଭୁବନେଶ୍ୱରରେ ଅଧିକରୁ ଅତି ଅଧିକ ବର୍ଷା ଆଜି ହୋଇପାରେ । ଟୁଇନସିଟିରେ ପାଣି ଜମିପାରେ । କଟକ ଓ ଭୁବନେଶ୍ୱରରେ ଆଜି ଟ୍ରାଫିକ ସମସ୍ୟା ଦେଖାଦେଇପାରେ । ୬୦ରୁ…

ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨ ଦିନ ତାମିଲନାଡୁରେ ହେବ ପ୍ରବଳ ବର୍ଷା, ବନ୍ଦ ରହିବ ଅଫିସ୍,ସ୍କୁଲ୍ ଓ କଲେଜ

ତାମିଲନାଡୁ: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ତାମିଲନାଡୁରେ ଆଗାମୀ ୨ ଦିନ ପ୍ରବଳ ବର୍ଷା ହେବ। ଚେନ୍ନାଇର ସମସ୍ତ ସରକାରୀ ଅଫିସ ଆଜି ବନ୍ଦ ରହିଛି । ଘରୋଇ କମ୍ପାନୀ କର୍ମଚାରୀଙ୍କୁ ଘରେ ରହି କାମ କରିବାକୁ ପରାମର୍ଶ ଦିଆଯାଇଛି। ଚେନ୍ନାଇ ସହ ରାଜ୍ୟର ତିନିଟି ଜିଲ୍ଲାରେ ସମସ୍ତ…

ଆସନ୍ତା ୯ ବେଳକୁ ଆସୁଛି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । GFS ମୋଡେଲ ଅନୁସାରେ ଏହା ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। A low…