Browsing Tag

heavy rain

ଲଗାଣ ବର୍ଷାରେ ବାଂଶପାଳ ରାଇଗୋଡାରୁ ଆମୁଣି ଯୋଗାଯୋଗ ବିଚ୍ଛିନ୍ନ

ବାଂଶପାଳ : ଲଗାଣ ବର୍ଷାରେ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ରାଇଗୋଡାରୁ ଆମୁଣି ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ରାଇଗୋଡ଼ା- ଆମୁଣି ରାସ୍ତାର ଅଁରା ଠାରେ ଥିବା ବ୍ରାହ୍ମଣୀ ନାଳ ଉପରେ ୨ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ବିପଦପୂର୍ଣ୍ଣ ଭାବେ କିଛି ଗାଡି ଯାତାୟାତ କରୁଛନ୍ତି ଓ…

ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ: ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଗାଙ୍ଗେୟ ପଶ୍ଚିମବଙ୍ଗ ଓ ପାର୍ଶ୍ବବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ୱେଲ ମାର୍କଡ ଲୋ ପ୍ରେସର ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେଉଛି । ଆହୁରି ୪ ଦିନ ବର୍ଷିବ ।…

ନାଗପୁରରେ ପ୍ରବଳ ବର୍ଷା: ପାଣିରେ ଫସିଛନ୍ତି ଅନେକ ଲୋକ, NDRF ଟିମ୍‌ ନିୟୋଜିତ

ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛି । ବସ୍‌ ଡିପୋ ଏବଂ ଘରେ ଲୋକମାନେ ଫସିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫିଡନବିସ୍‌ ନାଗପୁର ସ୍ଥିତି ଉପରେ ଲଗାତାର ନଜର…

ସକ୍ରିୟ ରହିଛି ଲଘୁଚାପ: ଆଜି ବି ରାଜ୍ୟରେ ଭୀଷଣ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ): ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି । ଆଜି ବି ଭୀଷଣ ବର୍ଷା ସମ୍ଭାବନା…

୨୪ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):   ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମ ବଙ୍ଗ ଓ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ ରାଜ୍ୟବ୍ୟାପୀ ଲାଗି ରହିଛି ବର୍ଷା। ଆଜି ଓ ଆସନ୍ତାକାଲି ବର୍ଷାର ପ୍ରଭାବ ଅଧିକ ରହିବ । କିଛି ସ୍ଥାନରେ ତୁହାକୁ…

ଆଜିଠୁ ପୁଣି ବର୍ଷିବ, ଭିଜିବ ଗଣେଶ ପୂଜା

 କେନ୍ୟୁଜ୍(ବ୍ୟୁରୋ):ବର୍ଷାରେ ଭିଜିବ ଗଣେଶ ପୂଜା । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ବିଶେଷକରି ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବା ସମ୍ଭାବନା…

ଆହୁରି ଦୁଇ ଦିନ ବର୍ଷିବ: ଆଜି ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବା ପରେ ବର୍ଷା ବିସ୍ତୃତି ବଢିଛି। ଆହୁରି ଦୁଇଦିନ ଲାଗି ରହିବ ବର୍ଷା । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ରେକର୍ଡ ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ଆଜି ବି ବିସ୍ତୃତି…

ବଲାଙ୍ଗିରରେ ଲାଗି ରହିଛି ପ୍ରବଳ ବର୍ଷା, ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ବଲାଙ୍ଗିର (କେନ୍ୟୁଜ): ଆଜି ବଲାଙ୍ଗିରରେ ସମସ୍ତ ସ୍କୁଲ ଛୁଟି । ଅତି ପ୍ରବଳ ବର୍ଷା ପାଇଁ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାର ସବୁ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି ଛୁଟି ହୋଇଛି । ସମସ୍ତ ସ୍କୁଲ ଛୁଟି ନେଇ ବଲାଙ୍ଗିର ଜିଲ୍ଲାପାଳ ସୂଚନା…

ଆଜି ସୃଷ୍ଟି ହେବ ଲଘୁଚାପ: ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଘନୀଭୂତ ହେଉଛି ଲଘୁଚାପ। ଭିଜିବ ଅଧା ଓଡ଼ିଶା। କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ପ୍ରଭାବରେ ୩ ଦିନ ପ୍ରବଳ ବର୍ଷିବ । ଆଜି ଅତି ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ,…

ଆସୁଛି ବଡ଼ ବର୍ଷା! ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଆସୁଛି ଲଘୁଚାପ । ଆସୁଛି ବଡ଼ ବର୍ଷା । ପାଞ୍ଚଦିନ ଯାଏ ପ୍ରବଳ ବର୍ଷିବ। ୭୨ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳ ବାୟୁମଣ୍ଡଳରେ ୩.୧ରୁ ୭.୬ କିମି…

ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ବଡ଼ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତାକାଲି ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠାରୁ ବିଜୁଳି…

୧୨ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): କାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ । ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠୁ…