Browsing Tag

heavy rain

ଆଉ ଦିନ ରାଜ୍ୟରେ ପ୍ରବଳ ବର୍ଷିବ ବର୍ଷା, ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ କିଛି ସ୍ଥାନରେ ହୋଇଛି ପ୍ରବଳ ବର୍ଷା। ଆସନ୍ତା ଦୁଇ ଦିନ ଧରି ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା କରାଯାଉଛି। ବିଶେଷ କରି ଆଜି ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଭାଗ…

ରାଜ୍ଯରେ ସକ୍ରୀୟ ହେଲା ମୌସୁମୀ ବାୟୁ, ଆଜିଠୁ ୪ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା

କେନ୍ଯୁଜ୍: ରାଜ୍ୟର ଅଧିକାଂଶ ଜିଲ୍ଲାରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମଧ୍ୟମ ରୁ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା!

ଭୁବନେଶ୍ବର: ୧୮ ତାରିଖରୁ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇଥିବା ଆଞ୍ଚଳିକ…

ପହିଲି ରଜକୁ ଭିଜାଇବ ବର୍ଷା, ଆସନ୍ତା ୪ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା

ଓଡିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଫଳରେ ଗତକାଲି ଠାରୁ ସମଗ୍ର ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ହେବା ସହ ପ୍ରବଳ ବର୍ଷା କରାଇଛି। ରାଜ୍ୟର ମୌସୁମୀ ବାୟୁର ପ୍ରଭାବ ଫଳରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ରାଜ୍ୟର କିଛି କିଛି ସ୍ଥାନରେ…

ବଙ୍ଗୋପସାଗରରେ ଲଘୁଚାପ, ପ୍ରଭାବରେ ଆଜିଠୁ ଓଡ଼ିଶାରେ ବର୍ଷା

ଭୁବନେଶ୍ବର: ଲଘୁଚାପରେ ପରିଣତ ହୋଇଛି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୨୪ ଘଣ୍ଟାରେ ଘନୀଭୂତ ହେବ । ଏହାର ପ୍ରଭାବରେ ଓଡ଼ିଶାରେ ଆଜିଠୁ ବର୍ଷା ହେବ । ତେବେ ଗଞ୍ଚାମ, ଗଜପତି,…

ଆଗାମୀ ୨୪ ଘଣ୍ଟାରେ ଲଘୁଚାପ ! ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା । ଖାସ୍ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର…

ଓଡିଶାର ୬ ଜିଲ୍ଲାରେ ହେବ ପ୍ରବଳ ବର୍ଷା, ଆସନ୍ତା ୧୨ ତାରିଖ ଯାଏଁ ଲାଗିରହିବ ଝଡତୋଫାନ

ଆସନ୍ତା ୮ ତାରିଖରେ ଲଘୁଚାପ ଫଳରେ ବର୍ଷା ହେବା ସମ୍ଭାବନା। ଫଳରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ୬ ଜିଲ୍ଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା,ନବରଙ୍ଗପୁର ଏବଂ କୋରାପୁଟ ଯେଉଁଠି ଅତି ପ୍ରବଳ ବର୍ଷା ହେବ ବୋଲି ସୂଚନା ଦେଇଛି…

କେରଳ ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ, ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ

କେରଳ: ଆଜି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ କେରଳ ପ୍ରବେଶ କରିଛି। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ସାଇକ୍ଲୋନିକ୍ ସର୍କ୍ୟୁଲେସନ୍ ସୃଷ୍ଟି ହେବା ଯୋଗୁଁ ଜୁନ୍ ୧ ତାରିଖ ଦିନ କେରଳରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ ବୋଲି ପୂର୍ବରୁ ଭାରତୀୟ ପାଣିପାଗ ବିଭାଗ…

ବୌଦ୍ଧ ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ: ବିଦ୍ୟୁତ ଖୁଣ୍ଟ ଉପୁଡି ପଡିବାରୁ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ

ବୌଦ୍ଧ: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଲାଗିରହିଛି। ବୌଦ୍ଧ ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ। ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ଅନେକ ଘରଦ୍ୱାର ଭାଙ୍ଗିଯାଇଛି। ପ୍ରବଳ ବର୍ଷା ଓ ପବନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡିବାରୁ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହୋଇଛି।

ନୂଆପଡ଼ାର ମଣ୍ଡୋସିଲ ଗାଁରେ କାଳବୈଶାଖୀର ତାଣ୍ଡବ, ଶହ ଶହ ସଂଖ୍ୟାରେ କଦଳୀ ଗଛ ଭାଙ୍ଗି ନଷ୍ଟ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ୍‌ ମଣ୍ଡୋସିଲ ଗାଁରେ କାଳବୈଶାଖୀର ତାଣ୍ଡବ। ଝଡ଼ବର୍ଷା ଯୋଗୁଁ ଚାଷୀଙ୍କ ଶହ ଶହ ସଂଖ୍ୟାରେ କଦଳୀ ଗଛ ଭାଙ୍ଗି ନଷ୍ଟ ହୋଇଯାଇଛି। ଯାହାଫଳରେ କଦଳୀ ଚାଷ ବ୍ୟାପକ ଭାବେ ନଷ୍ଟ ହେବାସହ ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲା ଦେଇଛି। ବିଭିନ୍ନ ବ୍ୟାଙ୍କ ସମେତ…

ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ରାଜ୍ୟର ପ୍ରାୟ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏଥିପାଇଁ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ…

ବରଗଡ଼ରେ କାଳବୈଶାଖୀ ତାଣ୍ଡବ, ୮ଟି ବ୍ଲକରେ ପ୍ରବଳ ଝଡ଼ ତୋଫାନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି

ବରଗଡ଼: ବରଗଡ଼ରେ କାଳବୈଶାଖୀ ତାଣ୍ଡବ । ପ୍ରାୟ ୮ଟି ବ୍ଲକରେ ପ୍ରବଳ ଝଡ଼ ତୋଫାନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅମଳ ହୋଇଥିବା ଧାନ ଓ ପରିବା ଫସଲ ମଧ୍ୟ ନଷ୍ଟ ହୋଇଛି । ବରଗଡ଼ ଜିଲ୍ଲା ଭେଡେନ ବ୍ଲକର ଲୁପୁରସିଙ୍ଗା ପଞ୍ଚାୟତ, ସୋହେଲା ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଛି । କାଳବୈଶାଖୀ…