ଆଜି ବି ପ୍ରବଳ ବର୍ଷିବ, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର (କେନ୍ୟୁଜ): ଆଜି ବି ପ୍ରବଳ ବର୍ଷିବ। ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ କ୍ଷେତ୍ର ବାୟୁମଣ୍ଡଳରେ ୭.୬ କିମି ଯାଏ ବ୍ୟାପିଛି।…