ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ଆଜିଠୁ ବଢିବ ବର୍ଷାର ପରିମାଣ
ଭୁବନେଶ୍ୱର : ଆଜିଠୁ ବଢିବ ବର୍ଷାର ପରିମାଣ । ଘୂର୍ଣ୍ଣିବଳୟ ପ୍ରଭାବରେ ବଢିବ ବର୍ଷା । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘନୀଭୂତ ହୋଇ ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଆଜି ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ…