Browsing Tag

heavy rainfall in odisha

ରାଜ୍ୟରେ ପ୍ରକୋପ ଦେଖାଉଛି କାଳବୈଶାଖୀ, ଆଜି ୫ ଜିଲ୍ଲାରେ ଭାରୀ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ପ୍ରକୋପ ଦେଖାଉଛି କାଳବୈଶାଖୀ । ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ହେଉଛି । କେଉଁଠୁ ତୁହାକୁ ତୁହା ତ ଆଉ କେଉଁଠି ଝିପିଝିପି ବର୍ଷା । କେଉଁଠି ହାଲୁକା ତ ଆଉ କେଉଁଠି ପ୍ରବଳ ବର୍ଷା । ଦୁଇ ଦିନ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି…

ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଅକ୍‌ଟୋବର ୧ରୁ ରାଜ୍ୟରେ ବଢିବ ବର୍ଷା, ବିଜୁଳି ଘଡଘଡି ସହ ପ୍ରବଳ କାଚିବ!

ଭୁବନେଶ୍ୱର(କେନ୍ୟୁଜ୍): ଅକ୍‌ଟୋବର ୧ରୁ ରାଜ୍ୟରେ ବଢିବ ବର୍ଷା। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ବିଜୁଳି ସହ ଘଡ଼ଘଡ଼ି ପାଇଁ ୧୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆହୁରି ୩…

ଦୀର୍ଘ ୯ ଦିନ ବ୍ୟବଧାନ ପରେ ଭୁବନେଶ୍ୱରରେ ଦେଖାଗଲା ସୂର୍ଯ୍ୟ, ଅବପାତ ଛତିଶଗଡ଼ ଆଡ଼କୁ ମୁହାଁଉଥିବାରୁ କମିଛି ବର୍ଷା

ଭୁବନେଶ୍ୱର(କେନ୍ୟୁଜ୍): ସକ୍ରିୟ ରହିଛି ଅବପାତ । ସକ୍ରିୟ ଅବପାତ ଘଣ୍ଟାପ୍ରତି ୩୪ କିଲୋମିଟର ବେଗରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରି ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ପାର୍ଶ୍ୱବର୍ତ୍ତୀ ଉତ୍ତର ଛତିଶଗଡ଼ ଏବଂ ଦକ୍ଷିଣ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି । ଏହା ଝାରସୁଗୁଡ଼ାଠାରୁ…

ବନ୍ୟା ଆଁରେ ଅନୁଗୁଳର ଟିକରପଡା ଅଞ୍ଚଳ, ୪ଟି ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ

ଅନୁଗୁଳ(କେନ୍ୟୁଜ୍): ବନ୍ୟା ଆଁରେ ଅନୁଗୁଳର ଟିକରପଡା । ହୀରାକୁଦରେ ୩୪ଟି ଗେଟ ଖୋଲିବା ପରେ ଟିକରପଡ଼ାରେ ବନ୍ୟା ପରିସ୍ଥିତି ସଙ୍ଗୀନ ହୋଇଛି । ଅଂଚଳର ୪ଟି ଗାଁ ଗଇନ୍ଦି, ବେହେରାସାହି,ମଝିପଡା,ଘାଟସାହି ଏବେ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ପାଣି ଭିତରେ ବୁଡି ରାସ୍ତା ବୁଡିରହିଥିବାରୁ…

କଟକରେ ଲଗାଣ ବର୍ଷା ଜାରି: ସ୍ଥିତି ଅନୁଧ୍ୟାନ କଲେ ମେୟର ଓ ସିଏମସି କମିଶନର

କଟକ(କେନ୍ୟୁଜ୍): କଟକର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା । ଆଜି କଟକ ମେୟର, ସିଏମସି କମିଶନର, ସିଏମସି ଅଧିକାରୀ, ଜାଇକା ଅଧିକାରୀ ଓ କର୍ପୋରେଟର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ସହର ଭିତରେ କେଉଁଠି ଜଳବନ୍ଦୀ ସମସ୍ୟା ଉପୁଜି ନାହିଁ । ୨୫୦ରୁ ଉର୍ଦ୍ଧ୍ୱ…

ପ୍ରବଳ ବର୍ଷା ପାଇଁ ଟ୍ଵିନସିଟିକୁ ସତର୍କତା ଜାରି, କଟକ ଜିଲ୍ଲାରେ ସରକାରୀ ଛୁଟି ବାତିଲ କଲେ ଜିଲ୍ଲାପାଳ

ଭୁବନେଶ୍ୱର/କଟକ(କେନ୍ୟୁଜ୍): ପ୍ରବଳ ବର୍ଷା ପାଇଁ ଟ୍ଵିନସିଟିକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ତୁହାକୁ ତୁହା ବର୍ଷା ସହ ଘଣ୍ଟାପ୍ରତି ୨ରୁ ୩ ସେଣ୍ଟିମିଟର ବର୍ଷା ହୋଇପାରେ । ଖୋର୍ଦ୍ଧା ଅରେଞ୍ଜ ଓ୍ଵାର୍ଣ୍ଣିଂରେ ଥିବା ବେଳେ କଟକକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି ହୋଇଛି । କଟକ…

ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌…

ଭୁବନେଶ୍ୱର(କେନ୍ୟୁଜ୍): ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ । ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ େଓ୍ଵଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ୩୦ଟି ଯାକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।…

ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି: ଫୁଲିଛି ନାଗାବଳୀ, ବଂଶଧାରା ଓ ଋଷିକୂଲ୍ୟା ନଦୀ

ଭୁବନେଶ୍ୱର(କେନ୍ୟୁଜ୍): ସାରା ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା । ବଙ୍ଗୋପସାଗରରେ ଅବପାତ ଦୁର୍ବଳ ହୋଇ ଏବେ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଅବପାତ ଦୁର୍ବଳ ହୋଇଥିଲେ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବର୍ଷା ଲାଗି ରହିଥିବାରୁ ଦକ୍ଷିଣ ଓଡ଼ିଶାର…

ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେନ୍ୟୁଜ୍): ଆଜିଠୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିବ । ଆଜି ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏସବୁ ଜିଲ୍ଲା ହେଲେ…

ପୁଣି ଭିଜିବ ଓଡିଶା: ଆସୁଛି ଆଉ ଏକ ଲଘୁଚାପ, ଆସନ୍ତା ଦୁଇ ଦିନ ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସୁଛି ଆଉ ଏକ ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୬ତାରିଖ ବେଳକୁ ଉତ୍ତର ଓ ତତ୍‌ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ରାଜ୍ୟରେ ୬ ଓ ୭ ତାରିଖରେ ଏହାର ସର୍ବାଧିକ ପ୍ରଭାବ…

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା। ଯେଉଁ ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ପ୍ରବଳ ବର୍ଷା ହେବ ସେସବୁ ଜିଲ୍ଲା ଗୁଡ଼ିକ ହେଲା   ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି ୯ ଜିଲ୍ଲାର ଜନସାଧାରଣଙ୍କୁ…

ଗତ ୫ ମାସରେ ବଙ୍ଗୋପସାଗରରେ ୧୨ଟି ଲଘୁଚାପ! ପୁଣି ଆସୁଛି ଆଉ ଗୋଟେ, ପ୍ରଭାବରେ ୧୯ରୁ ୨୧ କିଛି ଜିଲ୍ଲାରେ ହେବ ପ୍ରବଳ…

ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ଆସନ୍ତା ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖରୁ ୨୧ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…