Browsing Tag

heavy rainfall in odisha

ଆସୁଛି ସାମୁଦ୍ରିକ ଝଡ଼ ‘ନୋଉଲ’: ମଙ୍ଗଳବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା ! ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ଏସଆରସିଙ୍କ…

ଭୁବନେଶ୍ବର: ଦକ୍ଷିଣ ଚୀନ୍‌ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ନୋଉଲର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୦ରୁ ୨୧ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା…

ଆଜି ଲଘୁଚାପର ତୃତୀୟ ଦିନ ବି ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଲାଗିରହିବ ଏହି…

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ସାରା ରାଜ୍ଯରେ ଜାରି ରହିଛି ଲଗାଣ ବର୍ଷା । ଆଜି ତୃତୀୟ ଦିନ ମଧ୍ୟ ବର୍ଷା ହେଉଥିବାର ଦେଖିବାକୁ ମିଳିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ।…

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରତିକ୍ରିୟା, କହିଲେ ବିଭିନ୍ନ ଜିଲ୍ଲାରେ ଏନିଡିଆରଫ…

ଭୁବନେଶ୍ବର: ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନାଙ୍କ ପ୍ରତିକ୍ରିୟା। କହିଲେ ସମଗ୍ର ରାଜ୍ୟରେ ବର୍ଷା ଲାଗି ରହିଛି । ବର୍ଷାରେ ତଳିଆ ଅଞ୍ଚଳରେ ପାଣି ଜମିଛି । କେନ୍ଦ୍ରାପଡା ବାରିପଦା ସମେତ ଅନ୍ୟ କିଛି ସ୍ଥାନରେ ପାଣି ଜମିଛି ଏବଂ ତାକୁ ନିଷ୍କାସନ…

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି, ମାର୍ଶାଘାଇରେ ସର୍ବାଧିକ ରେକର୍ଡ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । କଟକ ଭୁବନେଶ୍ୱର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ବର୍ଷା ସାଙ୍ଗକୁ କୋହଲା ପାଗ ଲାଗି ରହିବ । ବର୍ତ୍ତମାନ ସୁଦ୍ଧା ମାର୍ଶାଘାଇରେ…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…

ବଙ୍ଗୋପସାଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆଜିଠାରୁ ୫ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ଆଜି ବଙ୍ଗୋପସାଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ୫ ଦିନ ଯାଉଁ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇ ୧୦ ଜିଲ୍ଲକୁ ୟୋଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି…

ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ! ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଅର୍ଥାତ୍ ୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଯାହା ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ହେବ। ବିଶେଷକରି ଦକ୍ଷିଣ ଓଡ଼ିଶାରେ…

ୱେଲମାର୍କରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ…

ଭୁବନେଶ୍ୱ: ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ୱେଲମାର୍କରେ ପରିଣତ ହୋଇଛି । ଫଳରେ ଅଧିକାଂଶ ଜିଲ୍ଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଯୁଜୁମରାରେ ସର୍ବଧିକ ୨୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱର…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭…

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର…

ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୧୪ଟି ଜିଲ୍ଲାରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଓଡିଶାର ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି। ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାକୁ ନଜରରେ ରଖି ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ,…

ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ସମ୍ଭାବନା! ବିଜୁଳି ଓ ଘଡ଼ଘଡ଼ି ସହ ହେବ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ବଡ଼ ଧରଣର କାଳବୈଶାଖୀ ହେବାର ସମ୍ଭାବନା ରହିଛି । ୫୦ରୁ ୬୦କିମି ବେଗରେ ପବନ ବହିବା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୪ ଜିଲ୍ଲାକୁ ଅରେଞ୍ଜ…