Browsing Tag

heavy rainfall

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର (କେନ୍ୟୁଜ୍‌) : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପ୍ରଭାବରେ ଦକ୍ଷିଣ ଭାରତ ସମେତ ବାଂଲାଦେଶ ଓ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ହେବା ସହ ପଶ୍ଚିମବଙ୍ଗରେ ପ୍ରାୟତଃ ପ୍ରବଳ ବର୍ଷାର ସମ୍ଭାବନା ରହିଛି । କିନ୍ତୁ ଏହାର…

୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି,ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ…

କେନ୍ୟୁଜ୍(ବ୍ୟୁରୋ): କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ  ୨ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ଆଶଙ୍କା  କରାଯାଉଛି । ଏହାର ପ୍ରଭାବରେ ୧୯ ତାରିଖରୁୂ ୨୧ ତାରିଖ ମଧ୍ୟରେ ରାଜ୍ୟର…

ଗତ ୫ ମାସରେ ବଙ୍ଗୋପସାଗରରେ ୧୨ଟି ଲଘୁଚାପ! ପୁଣି ଆସୁଛି ଆଉ ଗୋଟେ, ପ୍ରଭାବରେ ୧୯ରୁ ୨୧ କିଛି ଜିଲ୍ଲାରେ ହେବ ପ୍ରବଳ…

ଭୁବନେଶ୍ବର: ଲଘୁଚାପ ପରେ ଲଘୁଚାପ। ଆସନ୍ତା ୧୯ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖରୁ ୨୧ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର…

ଆସନ୍ତା ୬ ତାରିଖ ଯାଏ ୨୦ ଜିଲ୍ଲାରେ ପ୍ରବଳ ବର୍ଷା, ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ SRCଙ୍କ ପରାମର୍ଶ

ଭୁବନେଶ୍ୱର(କେନ୍ୟୁଜ୍) : ଆସନ୍ତା ୬ ତାରିଖ ଯାଏ ୨୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି  ସବୁ ଜିଲ୍ଲାପ୍ରତି ନଜର ରଖିବାକୁ ଚିଠି ମାଧ୍ୟମରେ ଜିଲ୍ଲାପାଳମାନଙ୍କୁ  ପରାମର୍ଶ ଦେଇଛନ୍ତି SRC। ବିଶେଷ…

ଆଜିଠୁ ତିନି ଦିନ ଯାଏଁ ପ୍ରବଳ ବର୍ଷା, ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ତିନି ଦିନ ଛେଚିବ ବର୍ଷା। ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବ। ପ୍ରଭାବରେ ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ସ୍ଥାନେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ…

କାଲି ଆସୁଛି  ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ,ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ କହିଲେ ଏସଆରସି

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ବାଂଲାଦେଶ ଓ ଏହା ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୨୪ରେ ଏହା ଲଘୁଚାପରେ ପରିଣତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାର ପ୍ରଭାବରେ ଆସନ୍ତାକାଲିଠୁ…

ମାଲକାନଗିରିରେ ବର୍ଷା ବିତ୍ପାତ: କନ୍ୟାଶ୍ରମ ପୋଲୋ ଉପରେ ଚାଲିଛି ୩ଫୁଟ ଉଚ୍ଚରେ ପାଣି, ଅନେକ ଗାଁ ଜଳମଗ୍ନ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ପୁଣି ଲଗାଣ ବର୍ଷା ଜାରି।ଏହାର ପ୍ରଭାବରେ ଜିଲ୍ଲାର କାଲିମେଳା କନ୍ୟାଶ୍ରମ ପୋଲୋ ଉପରେ ୩ଫୁଟ ଉଚ୍ଚରେ ପାଣି ଚାଲିଛି। ତେଣୁ କାଲିମେଳା ରୁ ପୋଡ଼ିଆ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଜିଲ୍ଲାର ପାଙ୍ଗମ, ପୋଟେରୁ, କାଙ୍ଗୁରକୋଣ୍ଡା, କରୁକୋଣ୍ଡା ଏବଂ ଏଭି-୩୭…

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣଂ ଜାରି

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ । ତିନି ଦିନ ବୃଷ୍ଟିପାତ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଦୁଇଟି…

ଲଗାଣ ବର୍ଷାରେ ମୁମ୍ୱାଇବାସୀ ବେହାଲ୍‍, ହଜିଛି ସାଧାରଣ ଲୋକଙ୍କ ସହ ପ୍ରଶାସନର ନିଦ

କେନ୍ଯୁଜ୍: ପ୍ରତିବର୍ଷ ଲଗାଣ ବର୍ଷାରେ ମାୟାନଗରୀ ମୁମ୍ୱାଇ ପାଣିରେ ଉବୁଟୁବୁ ହେବା ସାଧାରଣ କଥା । ହେଲେ ଏହି ସମସ୍ୟାର ଯେମିତି ଅନ୍ତ ହିଁ ଘଟୁନି । ବରଂ ବର୍ଷ ପରେ ବର୍ଷ ଏହି ସମସ୍ୟା ଆହୁରି ଗମ୍ଭୀର ହେବାରେ ଲାଗିଛି । ପ୍ରତିବର୍ଷ ପରି ଏ ବର୍ଷ ବି ମନ୍‍ସୁନ୍ ଆସିବା ପରେ ମୁମ୍ୱାଇ ଦୁଇ…

ୱେଲମାର୍କରେ ପରିଣତ ହେଲା ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ…

ଭୁବନେଶ୍ୱ: ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ୱେଲମାର୍କରେ ପରିଣତ ହୋଇଛି । ଫଳରେ ଅଧିକାଂଶ ଜିଲ୍ଲାରେ ୧୦୦ ମିଲିମିଟରରୁ ଅଧିକ ବର୍ଷା ହେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଯୁଜୁମରାରେ ସର୍ବଧିକ ୨୮୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱର…

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୧୭…

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର…