Browsing Tag

heavy rains in odisha

ଲଗାଣ ବର୍ଷାରେ ଜନଜୀବନ ବେହାଲ: ମାଲକାନଗିରି, କୋରାପୁଟ ଓ ସାତକୋଶିଆରେ ଯାତାୟାତ ଠପ

(କେନ୍ୟୁଜ): ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଓ କୋରାପୁଟ। ପ୍ରବଳ ବର୍ଷା ଯୋଗୁ ବୁଡିଲା ପୋଲ। ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଏମଭି-୯୬ ପୋଲ ଉପରେ ୫ ଫୁଟର ପାଣି ପ୍ରବାହିତ ହେଉଛି । ମାଲକାନଗିରିରୁ ଆନ୍ଧ୍ର ଓ ତେଲେଙ୍ଗାନାକୁ ଯାତାୟାତ ଠପ୍ ହୋଇଯାଇଛି। ଫଳରେ ଉଭୟ ପାର୍ଶ୍ବରେେ ଅଟକି…

ଆସୁଛି ଲଘୁଚାପ: ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା, ଚାଷୀଙ୍କୁ ମିଳିବ ଆଶ୍ବସ୍ତି

ଭୁବନେଶ୍ବର : ଆସୁଛି ଲଘୁଚାପ ।  ଯାହା ପ୍ରଭାବରେ ଆସନ୍ତା ସପ୍ତାହରେ ରାଜ୍ୟରେ ଭୀଷଣ ବର୍ଷା ହେବ। ଯାହାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଅର୍ଥାତ୍ ଆସନ୍ତା ୩ରୁ ପ୍ରବଳ ବର୍ଷିବ । କାରଣ ୪ ତାରିଖରେ ଓଡ଼ିଶାରେ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଜୁନ୍‌ ମାସରେ ହୋଇଛି ସ୍ବାଭାବିକଠାରୁ ଅଧିକ ବର୍ଷା : ଝାରସୁଗୁଡ଼ାରେ ସର୍ବାଧିକ, ପୁରୀରେ ସର୍ବନିମ୍ନ ରେକର୍ଡ

ଭୁବନେଶ୍ବର : ଜୁନ୍‌ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ୩୦ ତାରିଖ ମଧ୍ୟରେ ଓଡ଼ିଶାରେ ସ୍ବାଭାବିକ ଭାବେ ୨୨୫.୨ ମିମି ବର୍ଷା ହେବା କଥା। ତେବେ ଚଳିତବର୍ଷ ୨୫୭ ମିମି ବର୍ଷା ରେକର୍ଡ କରାଯାଇଛି।  ଝାରସୁଗୁଡ଼ାରେ ସବୁଠାରୁ ଅଧିକ ବର୍ଷା ‌ରେକର୍ଡ କରାଯାଇଛି। ସେହିପରି…

ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଟ୍ରଫ୍‌ ଲାଇନ୍, ପ୍ରଭାବରେ ଆସନ୍ତା…

ଭୁବନେଶ୍ବର: ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର -ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ସୃଷ୍ଟି ହୋଇଛି ଏକ ଟ୍ରଫ୍‌ ଲାଇନ୍‌। ଏହାର ପ୍ରଭାବରେ ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ରାଜ୍ୟର ଅଧିକାଂଶ ସ୍ଥାନରେ ହେବ ବର୍ଷା। ଯାହା ଫଳରେ କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼, କେନ୍ଦୁଝର,…

ଆସନ୍ତାକାଲିଠାରୁ ବଢିବ ବର୍ଷାର ପରିମାଣ ! ୨୧ ତାରିଖ ପର୍ଯ୍ୟନ୍ତ କିଛି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୧୯ ତାରିଖରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲା ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡରେ ପ୍ରବଳରୁ…