ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭି.କେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲାର ଆବେଦନ ଖାରଜ
ଭୁବନେଶ୍ୱର : ହେଲିକପ୍ଟର ମାମଲାରେ ଖାରଜ ହେଲା ଆବେଦନ। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓ ତାଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ମାମଲା ଆବେଦନ ଖାରଜ କଲେ ଖୋର୍ଦ୍ଧା କୋର୍ଟ। ଅଭିଯୋଗରେ ଯଥେଷ୍ଟ ଆଧାର ନାହିଁ କହିଲେ ଖୋର୍ଦ୍ଧା କୋର୍ଟ।…