Browsing Tag

hera panchami

ଅଭିମାନ କରିଛନ୍ତି ମା‘ ମହାଲକ୍ଷ୍ମୀ, ହେରା ପଞ୍ଚମୀରେ ରଥକାଠ ଭାଙ୍ଗିବା ପରେ ଭୟରେ ଥରହର ମହାପ୍ରଭୁ

କେନ୍ୟୁଜ୍(ବ୍ୟୁରୋ):  ଜନ୍ମବେଦୀରେ ଚାଲିଛି ମହାପ୍ରଭୁଙ୍କ ଲୀଳାଖେଳା। ନବଦିନାତ୍ମକ ଯାତ୍ରାରେ ଆସି ଗୁଣ୍ଡିଚା ମଣ୍ଡପ ଆଡ଼ପ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ୩ ରଥର ଦକ୍ଷିଣ ମୋଡ଼ କରାଯିବ। ପ୍ରଭୁଙ୍କର ଆଜ୍ଞାମାଳ ଦିଆଯାଇ ରଥ ଦକ୍ଷିଣ ମୋଡ଼ ହୋଇ ନାକଚଣା ଦ୍ୱାର…

ଆଜି ହେରାପଞ୍ଚମୀ: ଅଭିମାନିନୀ ମା ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଗୁଣ୍ତିଚା ମନ୍ଦିର ଆସି ମହାପ୍ରଭୁଙ୍କ ରଥ ଭାଙ୍ଗିବେ

ପୁରୀ(କେନ୍ୟୁଜ୍): ମହାପ୍ରଭୁ ନବଦିନାତ୍ମକ ଯାତ୍ରାରେ ଆସି ଜନ୍ମବେଦୀରେ ଦେଉଛନ୍ତି ଦର୍ଶନ। ଆଜି ହେରାପଞ୍ଚମୀ। ଅଭିମାନିନୀ ମା ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ଗୁଣ୍ତିଚା ମନ୍ଦିର ଆସି ମହାପ୍ରଭୁଙ୍କ ରଥ ଭାଙ୍ଗିବେ। ସେପଟେ ମହାଲକ୍ଷ୍ମୀଙ୍କ ଆଗମନ ପୂର୍ବରୁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ…

ଆଜି ହେରାପଞ୍ଚମୀ: ଆଡପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିର ଯିବେ ମାଆ ଲକ୍ଷ୍ମୀ

ପୁରୀ(କେନ୍ଯୁଜ୍): ଆଜି ହେରାପଞ୍ଚମୀ ନୀତି । ଆଡପ ମଣ୍ଡପରେ ବିରାଜିତ ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିର ଯିବେ ମାଆ ଲକ୍ଷ୍ମୀ । ରୁକ୍ମିଣୀ ହରଣ ଏକାଦଶୀରେ ମହାପ୍ରଭୁଙ୍କ ସହ ମହାଲକ୍ଷ୍ମୀଙ୍କର ବିବାହ ସମ୍ପୂର୍ଣ୍ଣ ହୋଇଥିଲା। ଗଇଁଠାଳ ଫିଟିନଥିବାବେଳେ ମହାପ୍ରଭୁ ଅସୁସ୍ଥ ହୋଇ ଅଣସର…

ଆଜି ପବିତ୍ର ହେରାପଞ୍ଚମୀ, ମହାପ୍ରଭୁ ଜଗନ୍ନାଥଙ୍କ ରଥ ଭାଙ୍ଗିବେ ଅଭିମାନୀ ମା’ ଲକ୍ଷ୍ମୀ ଠାକୁରାଣୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ମହାପ୍ରଭୁ ଜଗନ୍ନାଥଙ୍କ ରଥ ଭାଙ୍ଗିବେ ଅଭିମାନୀ ମା' ଲକ୍ଷ୍ମୀ ଠାକୁରାଣୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଘୋଷଯାତ୍ରାରେ ନିଜ ପ୍ରାଣପ୍ରିୟା ପତ୍ନୀ ମା ଲକ୍ଷ୍ମୀଙ୍କୁ ଛାଡ଼ି ଜନ୍ମବେଦୀଙ୍କୁ ଆସିଛନ୍ତି । ଏଥିପାଇଁ ମା' ଠାକୁରାଣାୀ ମହାପ୍ରଭୁଙ୍କ…

ହେରା ପଞ୍ଚମୀରେ ମା’ ଲକ୍ଷ୍ମୀ କାହିଁକି ଶ୍ରୀମନ୍ଦିର ଛାଡି ଆସିଥାନ୍ତି ଗୁଣ୍ଡିଚା ଘର

ଦେବସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଜ୍ବରରେ ପୀଡିତ ହୋଇଥାନ୍ତି। ଏହାପରେ ମହାପ୍ରଭୁ ସୁସ୍ଥ ହୋଇ ଭକ୍ତଙ୍କୁ ନବଯୌବନ ଦର୍ଶନ ଦେବା ପରେ ଭାଇ-ଭଉଣୀଙ୍କୁ ସାଙ୍ଗରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରିଥାନ୍ତି। ଏହି ନବଦିନାତ୍ମକ ଘୋଷଯାତ୍ରା ଅବସରରେ ହେରା ପଞ୍ଚମୀ ଉତ୍ସବ ଏକ ଗୁରୁତ୍ୱପୂର୍ଣ୍ଣ…

ଆଜି ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି, ନନ୍ଦିଘୋଷ ରଥ ଭାଙ୍ଗିବେ ଅଭିମାନିନୀ ଲକ୍ଷ୍ମୀ ଠାକୁରାଣୀ

ପୁରୀ(କେନ୍ୟୁଜ୍) : ଶ୍ରୀମନ୍ଦିର ଛାଡି ଏବେ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ । ପତ୍ନୀ ମହାଲକ୍ଷ୍ମୀଙ୍କୁ ନନେଇ ସାଙ୍ଗରେ ଭାଇ-ଭଉଣୀଙ୍କୁ ନେଇ ଆସିଥିବାରୁ ଅଭିମାନ କରିଛନ୍ତି ମା’ ଲକ୍ଷ୍ମୀ ଠାକୁରାଣୀ । ଏନେଇ ଆଜି ଶ୍ରୀକ୍ଷେତ୍ରରେ ହେରାପଞ୍ଚମୀ ନୀତି ଅନୁଷ୍ଠିତ ହେବ । ମା’ ଲକ୍ଷ୍ମୀ…