ହାତୀଙ୍କ ସୁରକ୍ଷା ପାଇଁ ରୁଜୁ ଜନସ୍ୱାର୍ଥ ମାମଲାର ଶୁଣାଣି, ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ…
କଟକ(କେନ୍ୟୁଜ୍): ହାତୀଙ୍କ ସୁରକ୍ଷା ପାଇଁ ରୁଜୁ ହୋଇଥିବା ଜନସ୍ୱାର୍ଥ ମାମଲାର ଶୁଣାଣି କରି ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ହାତୀଙ୍କ ସୁରକ୍ଷା ପାଇଁ କଣ କଣ ପଦକ୍ଷେପ ନିଆଯାଇଛି ସେନେଇ ତଥ୍ୟ ରଖିବାକୁ ରାଜ୍ୟ ସରକାରଙ୍କୁ କୋର୍ଟ ନିର୍ଦ୍ଦେଶ…