Browsing Tag

high court judges

ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ହେବେ ଦୁଇ ଜଣ ନୂଆ ବିଚାରପତି

କଟକ(କେନ୍ୟୁଜ୍):  ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ହେବେ ଦୁଇ ଜଣ ନୂଆ ବିଚାରପତି । ଏଥିପାଇଁ ବରିଷ୍ଠ ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ଜୁଡିସିଆଲ ଅଫିସର ଆନନ୍ଦ ଚନ୍ଦ୍ର ବେହେରାଙ୍କ ନାଁ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ୍ । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ତାଙ୍କର ଦୁଇ…

ଓଡିଶା ହାଇକୋର୍ଟରେ ଶପଥ ନେଲେ ଦୁଇ ନୂଆ ବିଚାରପତି, ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ୍‌ ମୁରଲୀଧର କରାଇଲେ ଶପଥପାଠ

କଟକ(କେନ୍ୟୁଜ): ଓଡିଶା ହାଇକୋର୍ଟରେ ଶପଥ ନେଲେ ଦୁଇ ନୂଆ ବିଚାରପତି। ତ୍ରିପୁରା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଶୁଭାଶିଷ ତଳପାତ୍ରା ଓ ଜଷ୍ଟିସ ସଞ୍ଜୟ କୁମାର ମିଶ୍ର ଓଡିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଦୁଇ ବିଚାରପତିଙ୍କୁ ହାଇକୋର୍ଟର ମୁଖ୍ୟ ବିଚାରପତି…

ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କଲେ ଆଉ ତିନି ବିଚାରପତି

କଟକ : (କେନ୍ୟୁଜ): ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କଲେ ଆଉ ତିନି ବିଚାରପତି। ଆଇନଜୀବୀ ଭି.ନରସିଂହ, ଆଇନଜୀବୀ ବିରଜା ପ୍ରସନ୍ନ ଶତପଥୀ ଓ ଆଇନଜୀବୀ ମୁରାହରି ଶ୍ରୀ ରମଣ ହାଇକୋର୍ଟର ବିଚାରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ…

୧୭ ହାଇକୋର୍ଟ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ

କଟକ(କେନ୍ଯୁଜ୍): ୧୭ ହାଇକୋର୍ଟ ବିଚାରପତିଙ୍କ ବଦଳି ପାଇଁ ସୁପାରିଶ। ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ। ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ସଞ୍ଜୟ କୁମାର ମିଶ୍ରଙ୍କୁ ଉତ୍ତରାଖଣ୍ଡ ହାଇକୋର୍ଟକୁ ବଦଳି ପାଇଁ ସୁପାରିଶ କରାଯାଇଛି। କୋଲକତା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ସୋମେନ…