ଭୁବନେଶ୍ବରର ବିଭିନ୍ନ ସ୍ଥାନରେ କୁଣ୍ଡା ଝଡା ବର୍ଷା, ଆଜି ୪୩.୨ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ଥିଲା ଭୁବନେଶ୍ୱର
ଭୁବନେଶ୍ବର : ଭୁବନେଶ୍ବରର ବିଭିନ୍ନ ସ୍ଥାନରେ କୁଣ୍ଡା ଝଡା ବର୍ଷା । ଆଜି ଅପରାହ୍ ଣ ୨ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ଭୁବନେଶ୍ୱର । ଭୁବନେଶ୍ୱରରେ ତାପମାତ୍ରା ୪୩.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଝାରସୁଗୁଡ଼ାରେ ୪୨.୯ ଡିଗ୍ରୀ, ଚାନ୍ଦବାଲିରେ ୪୨.୨ ଡିଗ୍ରୀ…