ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି, ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ
କୋରାପୁଟ(କେନ୍ୟୁଜ୍) : ଜୋର ଧରୁଛି ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି । ଅବିଭକ୍ତ କୋରାପୁଟ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ଓକିଲ ସଂଘର ବନ୍ଦ ଡାକରାରେ ବନ୍ଦ ରହିଛି ଦୋକାନ ବଜାର, ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ । ଗାଡ଼ିମୋଟର ଚଳାଚଳ ଠପ୍ ।…