Below header
Browsing Tag

highes tempreture

ଖରାରେ ଆଉଟୁପାଉଟୁ ଜନଜୀବନ, ସକାଳ ୮ଟା ୩୦ ସୁଦ୍ଧା ବାରିପଦା ୩୬ ଡିଗ୍ରୀ ରେକର୍ଡ

ଭୁବନେଶ୍ୱର (କେନ୍ୟୁଜ): ମେ ୧ ଯାଏ ମିଳିବନି ନିସ୍ତାର ।  ଅସମ୍ଭାଳ ଖରାରେ ଆଉଟୁପାଉଟୁ ଜନଜୀବନ ।  ସକାଳ ୮ଟା ୩୦ ସୁଦ୍ଧା ବାରିପଦା ୩୬ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି ବାରିପଦା ଓ ବାଲେଶ୍ବର । ମାଲକାନଗିରିରେ ୩୫, ମାଲକାନଗିରି ଓ କେନ୍ଦୁଝରରେ ୩୫ , ଭାବନୀପାଟଣାରେ ୩୪.୪,…

ଆଜି ବି ଅସମ୍ଭାଳ ତାତି, ସକାଳ ୮ଟା ୩୦ ସୁଦ୍ଧା ତାଳଚେରରେ ପାରଦ ୩୬ ଡିଗ୍ରୀ ଛୁଇଁଛି

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମ ଲହରୀ ଆତଙ୍କ । ଗତ କିଛି ଦିନ ଧରି ଭୟଙ୍କର ତାତିରେ ଭାଜି ହେଉଛି ଓଡ଼ିଶା । ସକାଳ ୮ଟା ୩୦ ସୁଦ୍ଧା ତାଳଚେରରେ ପାରଦ ୩୬ ଡିଗ୍ରୀ ଛୁଇଁଛି । ସେହିପରି ଅନୁଗୁଳ ଓ ବାଲେଶ୍ବରରେ ୩୫ ଓ ଭୁବନେଶ୍ବର ତାପମାତ୍ରର ୩୪.୨ ଡିଗ୍ରୀ ରେକର୍ଡ ହୋଇଛି । ଆଗକୁ…