ରାଜ୍ୟ କର୍ମଚାରୀଙ୍କୁ ପୂଜା ଭେଟି: ୩ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ୱର (କେନ୍ୟୁଜ): ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି । ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧…