ହିମାଚଳ ପ୍ରଦେଶରେ ୧୨,୦୦୦ କୋଟି ଟଙ୍କାରୁ ଅଧିକ କ୍ଷୟକ୍ଷତି, ୧୦ କୋଟି ଟଙ୍କା ଦେଲେ ତାମିଲନାଡ଼ୁ ସରକାର
ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା, ବନ୍ୟା ଓ ଭୂସ୍ଖଳନ ଯୋଗୁ ହୋଇଥିବା ବିପର୍ଯ୍ୟୟକୁ ଦେଖି ତାମିଲନାଡ଼ୁ ସରକାର ସହାୟତାର ହାତ ବଢ଼ାଇଛନ୍ତି। ଏହି ରାଜ୍ୟର ସରକାର ବିପର୍ଯ୍ୟୟ ପ୍ରଶମନ ପାଣ୍ଠିକୁ ୧୦ କୋଟି ଟଙ୍କାର ଯୋଗଦାନ ଦେଇଛନ୍ତି। ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ…