୨ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା
ପୁରୀ : ୨ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ସରକାର ଆଜିର ଦିନରେ ଠିକ୍ ୬ ମାସ ପୂରଣ କରିଥିବା ବେଳେ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେବାର ସୌଭାଗ୍ୟ ମିଳିଛି ବୋଲି ସେ କହିଛନ୍ତି । ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇବା saସହ ମହାପ୍ରଭୁଙ୍କ ପାଖରେ ଦେଶର…