ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ବନ୍ଦ, ଏବେ ୧୬ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
ସମ୍ବଲପୁର(କେନ୍ୟୁଜ୍):ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ବନ୍ଦ ହୋଇଛି। ବର୍ତ୍ତମାନ ହୀରାକୁଦର ୧୬ଟି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜ। ହୀରାକୁଦର ଜଳସ୍ତର ୬୨୦.୭୧ ଫୁଟ। ହୀରାକୁଦକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୮୩ ବଜାର କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୫୪ ହଜାର…