Browsing Tag

HIRAKUD GATE

ପର୍ଯ୍ୟାୟକ୍ରମେ ହୀରାକୁଦ ଜଳଭଣ୍ଡାରର ଖୋଲିବ ୬ଟି ଗେଟ

ସମ୍ବଲପୁର(କେ ନ୍ୟୁଜ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୨ଟି ଗେଟ୍‌ । ପ୍ରଥମ ପର୍ଯ୍ୟାୟରେ ୨ଟି ଗେଟ୍‌ ଖୋଲିଛି । ପର୍ଯ୍ୟାୟକ୍ରମେ ଖୋଲିବ ୬ଟି ଗେଟ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍‌ ଖୋଲାଯାଇଛି । ଏନେଇ ହୀରାକୁଦ ଡ୍ୟାମ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ହୀରାକୁଦ ଜଳଭଣ୍ଡାରର…

ଖୋଲିଲା ହୀରାକୁଦ ଡ୍ୟାମ ଗେଟ୍, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆଜି ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍। ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ। ଦିନ ୧୦ଟା ପରେ ପୂଜାର୍ଚ୍ଚନା ପରେ ଡ୍ୟାମର ୭ନଂ ଗେଟକୁ ଖୋଲାଯାଇ ଜଳ ନିଷ୍କାସନ କରାଯାଇଛି । ଏହା ପୂର୍ବରୁ ଡ୍ୟାମ କର୍ତ୍ତୃପକ୍ଷ ମାଇକ ଯୋଗେ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ କରିଦିଆଯାଇଥିଲା। ତେବେ…