Browsing Tag

Hockey stadium inaugurated

ହକି ଷ୍ଟାଡିୟମକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କାଲି କେବିସିସିରେ ବସିବେ ହକି ଖେଳାଳି

ଭୁବନେଶ୍ବର (କେନ୍ୟୁଜ୍) : ଆଗାମୀ ବିଶ୍ବ କପ୍ ପୂର୍ବରୁ କଳିଙ୍ଗ ଷ୍ଟାଡିୟମ ପରିସରରେ ଆଜି ହକି ଷ୍ଟାଡିୟମକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଏକ ପ୍ରଦର୍ଶନୀ ମ୍ୟାଚ୍ ଖେଳା ଯାଇଥିଲା । ଏଥିରେ ଭାରତୀୟ ଦଳର ଦୁଇ ପୂର୍ବତନ ଅଧିନାୟକ ଦିଲୀପ ତିର୍କି ଓ ଧନରାଜ…