ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ, କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି
ଆଜି ଦେଶ ପାଳୁଛି ୭୬ତମ ସାଧାରଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଚଳଚଞ୍ଚଳ । କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଶ୍ୱ ଦେଖିବ ଭାରତର ଶକ୍ତି ଓ ସାମର୍ଥ୍ୟ । ସାଧାରଣତନ୍ତ୍ର ଦିବସରେ ନୌ ସେନା, ସ୍ଥଳ ସେନା ଓ ବାୟୁସେନା ଦେଖାଇବେ ଯୁଦ୍ଧ କୌଶଳ…