ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ, ଦୌଡୁଥିବା ବେଳେ ହଠାତ୍ ହୋଇଗଲେ ଅସୁସ୍ଥ
ଖୋର୍ଦ୍ଧା: ହୋମ୍ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା ପାଇଁ ଖୋର୍ଦ୍ଧା ମେଡିକାଲରେ…