Browsing Tag

home ministry

ଭାରତ ସରକାରଙ୍କ ତରଫରୁ ଆଲର୍ଟ ମେସେଜ୍, ଅମିତ ଶାହଙ୍କ ଉପସ୍ଥିତିରେ କରାଗଲା SACHET ର ଟେଷ୍ଟିଂ

ନୂଆଦିଲ୍ଲୀ : ଆପଣଙ୍କ ମୋବାଇଲକୁ ହଠାତ୍ ଏକ ପପଅପ୍ ମେସେଜ ଆସିଲା, ଆଉ ସାଇରନ କରି ଶବ୍ଦ କଲା । ତେବେ ଭୟଭୀତ ହୁଅନ୍ତୁ ନାହିଁ । ଏହା ଭାରତ ସରକାରଙ୍କ ତରଫରୁ ପଠାଯାଇଥିବା ଏକ ଆଲର୍ଟ ମେସେଜ । ଏହି ମେସେଜ ଭାରତ ସରକାରଙ୍କ ତରଫରୁ ଆଲର୍ଟ ସର୍ଭିସ ଟେଷ୍ଟିଂ କରାଯାଇଥିଲା । ବିପଦ ସମୟରେ ଏହି…

ନାଗରିକତା ନିୟମରେ ସଂଶୋଧନ : ନାବାଳକଙ୍କ ପାଇଁ ଆସିଲା ନିୟମ, ଅନଲାଇନ ହେଲା OCI ପଞ୍ଜିକରଣ

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନାଗରିକତା ନିୟମ ୨୦୦୯ ରେ ସଂଶୋଧନ କରିଛି । ଯେଉଁଥିରେ ପ୍ରବାସୀ ଭାରତୀୟ ନାଗରିକ (OCI) କାର୍ଡଧାରକ ଏବଂ ନାଗରିକତା ଆବେଦନ ସହିତ ଜଡିତ ଅନେକ ପ୍ରକ୍ରିୟାରେ ଡିଜିଟାଲ୍ ମୋଡ୍ ପ୍ରଚଳନ କରାଯାଇଛି । ସରକାର ପିଲାମାନଙ୍କ ସହିତ ଜଡିତ ନାଗରିକତା ଆବେଦନ…

ଭୋଟର ତାଲିକାରୁ କଟିଗଲା ୯ ଲକ୍ଷ ୮୦ ହଜାର ନାଁ, ତୁରନ୍ତ ଯାଞ୍ଚ ପାଇଁ ଆସିଲା ନିର୍ଦ୍ଦେଶ

ଭୁବନେଶ୍ଵର : ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ । ଭୋଟର ମ୍ୟାପିଂ ପ୍ରକ୍ରିୟା ଆରମ୍ଭ ହେବା ପରଠାରୁ ରାଜ୍ୟରେ ପ୍ରାୟ ୯.୮ ଲକ୍ଷ ନାମ ଭୋଟର ତାଲିକାରୁ ବାଦ୍ ପଡିଛି । କିନ୍ତୁ ଅନେକ ସ୍ଥାନରେ ଭୁଲ୍ ଭାବରେ ନାମ କଟାଯାଇଥିବା ନେଇ ଅଭିଯୋଗ ହୋଇଛି । ଏ ପ୍ରସଙ୍ଗରେ…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ୟୁମନମ ଖେମଚନ୍ଦ ସିଂହ ହେବେ ନୂଆ ମୁଖ୍ୟମନ୍ତ୍ରୀ

ମଣିପୁର : ମଣିପୁରରୁ ବର୍ଷେ ପରେ ରାଷ୍ଟ୍ରପତି ଶାସନ ହଟିଛି । ଗତବର୍ଷ ୨୦୨୫ ଫେବ୍ଆରୀରୁ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି ଶାସନ ଲାଗୁ ହେବା ପରେ ୬୦ ସଦ୍ୟସୀୟ ବିଧାନସଭାକୁ ନିଲମ୍ବିତ କରାଯାଇଛି । ନବ ନିଯୁକ୍ତ ବିଜେପି ବିଧାୟକ ଦଳର ନେତା ୟୁମନମ ଖେମଚନ୍ଦ ସିଂହ ମଣିପୁର…

ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ, ଗୃହ ମନ୍ତ୍ରଣାଳୟ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ : ନୀତିନ ନବୀନ ବିଜେପିର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଗୃହମନ୍ତ୍ରଣାଳୟ ତରଫରୁ ନୀତିନ ନବୀନଙ୍କୁ Z କ୍ୟାଟେଗୋରୀ ସୁରକ୍ଷା ପ୍ରଦାନ କରାଯାଇଛି । ଏହି ସୁରକ୍ଷା ତାଙ୍କୁ ଅଧ୍ୟକ୍ଷ ହେବା ପୂର୍ବରୁ ମିଳିଛି । ନୀତିନ ନବୀନଙ୍କ ସୁରକ୍ଷା ଦାୟିତ୍ବ ଏବେ କେନ୍ଦ୍ରୀୟ…

ତେଜ ପ୍ରତାପ ଯାଦବଙ୍କ ସୁରକ୍ଷା ବଢିଲା, Y+ କ୍ୟାଟେଗୋରୀ ସୁରକ୍ଷା ଦେଲା ଗୃହ ମନ୍ତ୍ରଣାଳୟ

ବିହାର : ଲାଲୁପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଜନଶକ୍ତି ଜନତା ଦଳର ପ୍ରମୁଖ ତେଜ ପ୍ରତାପ ଯାଦବଙ୍କୁ କେନ୍ଦ୍ର ସରକାର ୱାଇ ପ୍ଲସ କ୍ୟାଟେଗୋରୀ ସୁରକ୍ଷା ଦେଇଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଆଦେଶ ପରେ ସିଆରପିଏଫ ଜେତ ପ୍ରତାପ ଯାଦବଙ୍କ ସୁରକ୍ଷା ବଢାଇଦେଇଛନ୍ତି । ସୁରକ୍ଷା ଏଜେନ୍ସୀ…

ଭୋଜପୁରୀ ସୁପରଷ୍ଟାର ପୱନ ସିଂହଙ୍କୁ Y କ୍ୟାଟେଗୋରୀ ସୁରକ୍ଷା, ଜୀବନ ପ୍ରତି ବିପଦ ଥିବା ଯୋଗୁଁ ଗୃହ ମନ୍ତ୍ରଣାଳୟ ନେଲା…

ବିହାର : ଭୋଜପୁରୀ ସୁପରଷ୍ଟାର ପୱନ ସିଂଙ୍କୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ Y କ୍ୟାଟେଗୋରୀ ସୁରକ୍ଷା ମିଳିଛି । ତାଙ୍କ ଜୀବନକୁ ବିପଦ ଥିବା ନେଇ ଆଇବିକୁ କିଛି ସୂଚନା ମିଳିବା ପରେ ଗୃହ ମନ୍ତ୍ରଣାଳୟ ସୁରକ୍ଷା ବଢାଇଦେଇଛି । ଏହି ସମୟରେ ସିଆରପିଏଫ କମାଣ୍ଡେ ପୱନ ସିଂହଙ୍କ ସୁରକ୍ଷା ପାଇଁ…

ମକ୍ ଡ୍ରିଲ ପାଇଁ କିଛି ରାଜ୍ୟକୁ ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ, ଯୁଦ୍ଧ ପାଇଁ ମେ ୭ରେ ମକ୍ ଡ୍ରିଲ

ବଢ଼ିଲା ଯୁଦ୍ଧ ସମ୍ଭାବନା ।  ମେ ୭ରେ ପ୍ରତିରକ୍ଷା ପ୍ରସ୍ତୁତି ଡ୍ରିଲ କରିବେ କିଛି ରାଜ୍ୟ ।  ମକ୍ ଡ୍ରିଲ ପାଇଁ ନିର୍ଦ୍ଦେଶ ଦେଇଛି ଗୃହ ମନ୍ତ୍ରାଳୟ। ଯୁଦ୍ଧ ସମୟରେ କି ପଦକ୍ଷେପ ନେବାକୁ ହେବ ତାକୁ ନେଇ ଏହି ମକ୍ ଡ୍ରିଲ।  ଏୟାର ରେଡ୍ ୱାର୍ଣ୍ଣିଂ ସାଇରନ୍ ବାଜିଲେ କଣ କରିବାକୁ ହେବ, ତା ଉପରେ…

ମଣିପୁର, ନାଗାଲାଣ୍ଡ ଏବଂ ଅରୁଣାଚଳ ପ୍ରଦେଶରେ ଲାଗୁ ରହିବ AFSPA, ୬ ମାସ ଅବଧି ବୃଦ୍ଧି କଲେ ଗୃହ ମନ୍ତ୍ରଣାଳୟ

ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ ମନ୍ତ୍ରଣାଳୟର ସୂଚନା ଅନୁସାରେ ମଣିପୁର ରାଜ୍ୟକୁ ୧…

ଲରେନ୍ସ ଗ୍ୟାଙ୍ଗରୁ ଧମକ ପରେ ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖିଲେ ପପୁ ଯାଦବ, ‘Z’ ବର୍ଗର ସୁରକ୍ଷା ଦେବାକୁ ଦାବି

ବିହାରର ପୂର୍ଣ୍ଣିଆରୁ ସାଂସଦ ରାଜେଶ ରଞ୍ଜନ ଓରଫ୍ ପପୁ ଯାଦବଙ୍କୁ ଜୀବନରୁ ମାରିଦେବାକୁ ଧମକ ମିଳିଛି । ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ତାଙ୍କୁ ଏହି ଧମକ ଦେଇଛି । ପପୁ ଯାଦବ ଏ ସମ୍ପର୍କରେ ବିହାର ପୋଲିସ ନିକଟରେ ଅଭିଯୋଗ କରିଛନ୍ତି ଏବଂ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ଚିଠି ଲେଖି ଘଟଣା ବିଷୟରେ…

ଲଦାଖରେ ଗଠନ ହେଲା ୫ଟି ନୂଆ ଜିଲ୍ଲା, ଘୋଷଣା କଲା କେନ୍ଦ୍ର ଗୃହ ମନ୍ତ୍ରଣାଳୟ

ଭାରତର କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ ଗଠନ ହୋଇଛି ୫ଟି ନୂଆ ଜିଲ୍ଲା । ଏହି ଜିଲ୍ଲାଗୁଡ଼ିକ ହେଲା, ଜାନସ୍କର, ଦ୍ରାସ୍, ଶାମ୍‌, ନୁବ୍ରା ଓ ଚାଙ୍ଗ୍‌ଥାଙ୍ଗ୍‌ । ଏ ନେଇ ଘୋଷଣା କରିଛି କେନ୍ଦ୍ର ଗୃହ ମନ୍ତ୍ରଣାଳୟ । ଗୃହମନ୍ତ୍ରୀ ଅମିତ ଶାହ ନିଜ ଅଫିସିଆଲ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଏକ…

ଦିଲ୍ଲୀରେ ଗୃହ ମନ୍ତ୍ରଣାଳୟ ବିଲ୍ଡିଂକୁ ବୋମାରେ ଉଡ଼ାଇ ଦେବାକୁ ଧମକ

ଦିଲ୍ଲୀରେ ସ୍କୁଲଗୁଡ଼ିକ ପରେ ଏବେ ଗୃହ ମନ୍ତ୍ରଣାଳୟର ବିଲ୍ଡିଂକୁ ବୋମାରେ ଉଡ଼ାଇ ଦେବାକୁ ମିଳିଛି ଧମକ । ଏହି ଧମକ ଇ-ମେଲ୍‌ ମାଧ୍ୟମରେ ଦିଆଯାଇଛି । ଧମକପୂର୍ଣ୍ଣ ଇ-ମେଲ୍‌ ମିଳିବା ପରେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ହଇଚଇ ସୃଷ୍ଟି ହୋଇଛି । ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କୁ ଏହି…