Browsing Tag

horoscope 2020

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଜରୁରୀ କାମ ସମାପ୍ତ ପାଇଁ ଉତ୍ସାହିତ ହେବେ। ସତର୍କତାର ସହ ଅନ୍ୟମାନଙ୍କ ସହ କଥା ହୁଅନ୍ତୁ। ଚାକିରି ପରିବର୍ତ୍ତନ ପାଇଁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ବୃଷ : ପରିବାର ସହଯୋଗରେ ସମସ୍ୟାର ସମାଧାନ ହେବ। କାମ ପାଇଁ ଅଫିସରେ ପ୍ରଶ˚ସା ମିଳିବ। ଅଧିକାରୀ ଖୁସି ରହି‌େବ।…

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି

ମେଷ: ବ୍ୟାବସାୟିକ କାର୍ଯ୍ୟରେ ଦୂର ଯାତ୍ରା। ପୂଜାପାଠରେ ରୁଚି ବଢ଼ିବ। ଧର୍ମ ପୁସ୍ତକ କିଣିବେ। ଉନ୍ନତିର ନୂଆ ରାସ୍ତା ମିଳିବ। ଚାକିରିଜୀବୀ ସହର ବାହାରକୁ ଯାଇପାରନ୍ତି। ବୃଷ: ଦିନସାରା ସତର୍କ ରହନ୍ତୁ। ଆପଣଙ୍କ ସାମନାକୁ କୌଣସି ଆହ୍ବାନ ଆସିପାରେ।…

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଜରୁରୀ କାମ ସମାପ୍ତ ପାଇଁ ଉତ୍ସାହିତ ହେବେ। ସତର୍କତାର ସହ ଅନ୍ୟମାନଙ୍କ ସହ କଥା ହୁଅନ୍ତୁ। ଚାକିରି ପରିବର୍ତ୍ତନ ପାଇଁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ବୃଷ : ପରିବାର ସହଯୋଗରେ ସମସ୍ୟାର ସମାଧାନ ହେବ। କାମ ପାଇଁ ଅଫିସରେ ପ୍ରଶ˚ସା ମିଳିବ। ଅଧିକାରୀ ଖୁସି ରହି‌େବ।…

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ : ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ…

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି

ମେଷ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟକ କାମ ପାଇଁ ସମାଧାନର ବାଟ ମିଳିଯିବ। ବୃଷ : ମନରେ ନୂଆ ବିଚାର ଆସିବ। କୌଣସି କାର୍ଯ୍ୟ କିଂବା ବ୍ୟବସାୟ ଆରମ୍ଭ ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୋର୍ଟ-କଚେରି ମାମଲାରେ…

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ଆଜି ଆପଣ ଦୈନନ୍ଦିନ ଚର୍ଚ୍ଚାରେ ଏକ ନୂଆ ଦିଗ ଦେବେ। ଆଜି ଆପଣ ସର୍ବଦା କାମ କରିବା ଅଭ୍ୟାସ ଛାଡି ସାଙ୍ଗମାନଙ୍କ ସହ ବୁଲିବାକୁ ଯିବେ। ପୁରୁଣା ବିଚାର ତ୍ୟାଗ କରି ଜୀବନରେ ନୂଆ ବିଚାର ଆଣିବେ। ବୃଷ : ଆଜି ଆପଣ ଆତ୍ମ ନିର୍ଭରତାକୁ ମୂଳମନ୍ତ୍ର ରୂପେ ଗ୍ରହଣ କରିବେ। ଘରେ କିମ୍ବା…

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି

ମେଷ : ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି ହୋଇପାରେ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ବାସସ୍ଥାନ ନିକଟରେ ରହୁଥିବା ନିଜ ଲୋକମାନଙ୍କ ଦ୍ୱାରା କେତେକ ସୁବିଧା ପାଇବେ । ବୃଷ : ଭୁଲ୍ ବୁଝାମଣା କାରଣରୁ ପାରିବାରିକ କଳହକୁ ନେଇ…

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପରକ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ। ବୃଷ : ଆଜି…

ଜାଣନ୍ତୁ ଆଜି କଣ କହୁଛି ଆପଣଙ୍କ ରାଶି

ମେଷ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ : ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।…

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : ଆଜି ବନ୍ଧୁଙ୍କ ସହ ଯାତ୍ରା ଆରମ୍ଭ କରି ଖୁସି ମନେଇବେ। ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି। ବୃଷ…

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ : ଧନ ଲାଭ ଯୋଗ ରହିଛି । ନୂଆ ବିଚାରରେ ଜୀବନରେ ଆସିଥିବା ପରିବର୍ତ୍ତନକୁ ଦେଖି ଆପଣ ନିଜେ ଖୁବ୍ ଖୁସି ହେବେ। ଗୁରୁଜନଙ୍କ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ…

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ତରବରିଆ ଭାବେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।ବୃଷ: ସକାଳୁ ଉଠି ମହାଦେବଙ୍କ ସ୍ମରଣ କରନ୍ତୁ । ମନ୍ଦିର ନଯାଇ ପାରୁଥିବାରୁ ଘରେ ହିଁ ଧ୍ୟାନ କରନ୍ତୁ । ଓଁ ନମଃ ଶିବାୟ ମନ୍ତ୍ର ଜପ…