ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ
ମେଷ: ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧୢାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।
ବୃଷ: ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।
ମିଥୁନ: ଇଷ୍ଟଦେବଙ୍କ ପୂଜାର୍ଚ୍ଚନା…