ଆଜିର ରାଶିଫଳ : ଜାଣନ୍ତୁ ଆଜି ଆପଣଙ୍କ ଭାଗ୍ୟରେ କ’ଣ ଅଛି
ମେଷ : ଆଜିର କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ପରାମର୍ଶ ଅନୁଯାୟୀ କାମ କରି ଆଶାକୁ ଚରିତାର୍ଥ କରିବେ । ବିବାଦୀୟ ସମସ୍ୟାକୁ ନେଇ ଟେନ୍ସନ୍ ବଢ଼ିବ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ମାତ୍ର ତାହା ନିଜ ସପକ୍ଷରେ ଯିବାର ସମ୍ଭାବନା ରହିଛି । କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ,…