ମେଡିକାଲ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହାତରେ ସାଲାଇନ୍ ଲାଗିଥିବାରୁ ରୋଗୀ ସନ୍ଦେହ
ବଲାଙ୍ଗିର: ମେଡିକାଳ ପରିସରରୁ ଯୁବ ଙ୍କ ମୃତଦେହ ଉଦ୍ଧାର । ବଲାଙ୍ଗିର BBMCH ପରିଷଦରୁ ଉଦ୍ଧାର ହୋଇଛି ଯୁବକଙ୍କ ଝୁଲନ୍ତା ମୃତଦେହ । ଭୀମଭୋଇ ମେଡିକାଳ କଲେଜ ହସ୍ପିଟାଲ ପରିଷରରେ ଯୁବକ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ଯୁବକଙ୍କ ହାତରେ ସାଲାଇନ ଲାଗିଥିବାରୁ ଡାକ୍ତର ଖାନାକୁ ଆସିଥିବା…