ଭାରତର ଏଭଳି ଗାଁ ଯେଉଁଠାରେ ଜୋତା ପିନ୍ଧନ୍ତି ନାହିଁ ଲୋକେ, ଡାକ୍ତରଖାନା ଯିବା ମନା
(କେନ୍ୟୁଜ ବ୍ୟୁରୋ): ଭାରତ ବିବିଧ ସଂସ୍କୃତିର ଦେଶ ଭାବେ ବିଶ୍ୱରେ ପରିଚିତ । ଭାରତରେ ଅନେକ ଗାଁ ଅଛି ଯେଉଁଠାରେ ଭିନ୍ନ ଭିନ୍ନ ନିୟମ ରହିଛି । ଗାଁ ମାନଙ୍କରେ ରହୁଥିବା ଲୋକମାନେ ସାଧାରଣତଃ ନିଜ ପରମ୍ପରାକୁ ଅଧିକ ମାନିଥାନ୍ତି । ତେବେ ଭାରତରେ ଏପରି ଏକ ଗାଁ ଅଛି ଯେଉଁଠାରେ ଲୋକମାନେ ଜୋତା…