ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହେଲା ଓଡିଶାର ପ୍ରଥମ ବିଳାସପୂର୍ଣ୍ଣ ହାଉସ ବୋଟ ‘ଗରୁଡ଼’, କିଛି ଦିନ ଭିତରେ…
ଟାଙ୍ଗୀ(କେନ୍ୟୁଜ୍): ଆଜି ଚିଲିକା ବଡ଼କୁଳରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଭର୍ଚୁଆଲ ମୋଡ଼ରେ ଲୋକାର୍ପିତ ହେଲା ଚିଲିକାର ପ୍ରଥମ ବିଳାସ ପୂର୍ଣ୍ଣ ହାଉସ ବୋଟ ‘ଗରୁଡ଼’। ଏହି ଲୋକାର୍ପିତ ଉତ୍ସବରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ବିନୀ ପାତ୍ର,ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର,ଏସପି…