ନିଆଁ ଲାଗିବା ଯୋଗୁଁ ଗୋଟିଏ ପରିବାରର ୫ ମୃତ, ଶାଢି ପ୍ୟାକିଂ କାମ କରୁଥିଲେ
ସୁରତ : ଗୁଜରାଟ ସୁରତ ଜିଲ୍ଲାରେ ଲିମ୍ବାୟତ ଅଞ୍ଚଳରେ ଭୟଙ୍କର ଅଗ୍ନିକାଣ୍ଡ । ଏକ କଲୋନୀରେ ନିଆଁ ଲାଗିବା ଯୋଗୁଁ ଗୋଟିଏ ପରିବାରର ୫ ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ସୂଚନା ମିଳିବା ପରେ ପୋଲିସ ଏବଂ ଅଗ୍ନିଶମ ଟିମ୍ ନିଆଁକୁ ଆୟତ୍ତ କରିଛନ୍ତି । ପୋଲିସ ସମସ୍ତ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ…