ଯାଜପୁର ମେଦୁଆକଳା ଗାଁରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
ଯାଜପୁର : ବରୀ ବ୍ଲକ ମନ୍ଦାରି ପଞ୍ଚାୟତ ମେଦୁଆକଳା ଗାଁରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନିଷ୍ଟ ହୋଇଛି। ଅଗ୍ନିକାଣ୍ଡରେ ୭ ବଖରା ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ଅନେକ ଗୃହପାଳିତ ପଶୁ ଆହାତ ହୋଇଥିବା ସୂଚନା ମିଳିଛି। ଗତକାଲି ବିଳମ୍ବିତ ରାତିରେ ଗ୍ରାମର ଉଦ୍ଧବ…