Sonam Wangchuk: ୨୬ ଦିନ ପରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ, ଦେଶରେ ଶାନ୍ତି ବଜାୟ ରଖିବାକୁ କଲେ ଅପିଲ୍
ନୂଆଦିଲ୍ଲୀ : ୨୬ ଦିନର ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ । ଅହିଂସାର ପଥରେ ଆନ୍ଦୋଳନ ଜାରି ରଖିବାକୁ ଦେଲେ ଆହ୍ୱାନ । ୨୬ ଦିନ ଧରି ଚାଲିଥିବା ଅନିର୍ଦ୍ଦିଷ୍ଟକାଳୀନ ଅନଶନକୁ ଶେଷ କରିଛନ୍ତି ପ୍ରଖ୍ୟାତ ଶିକ୍ଷାବିତ୍ ଓ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ । ଗତକାଲି ବିଳମ୍ବିତ ରାତିରେ ସେ ଅନଶନ…