ମହିଳା ବିଶ୍ବ ଚାମ୍ପିଅନ ଟିମର ପ୍ରତି ଖେଳାଳିଙ୍କୁ ମିଳିବ ୨୫ ଲକ୍ଷର କାର୍, ଟାଟା କମ୍ପାନୀ ଦେଲା ଉପହାର
ଭାରତୀୟ ମହିଳା କ୍ରିକେଟ ଟିମ୍ ପ୍ରଥମ ଥର ପାଇଁ ମହିଳା ବିଶ୍ୱକପ୍ କ୍ରିକେଟର ଚାମ୍ପିଅନ ମୁକୁଟ ପିନ୍ଧିଛି । ଏହା ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମରେ ସାଉଥ ଆଫ୍ରିକାକୁ ହରାଇ ମହିଳା ଟିମ୍ ଦିନିକିଆ ବିଶ୍ବକପ ନିଜ ନାମରେ କରିଛି । ଭାରତୀୟ ମହିଳା କ୍ରିକେଟ ଦଳର ଐତିହାସିକ ବିଜୟକୁ…