ଟି୨୦ ବିଶ୍ବକପ ଜିତିବା ପରେ ଫସିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାତୀୟ ପତାକାକୁ ଅସମ୍ମାନିତ କରିଥିବା ଅଭିଯୋଗ
ଭାରତୀୟ କ୍ରିକେଟ ଟିମର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁସ୍କିଲରେ । ୨୦୨୬ ଟି୨୦ ବିଶ୍ୱକପ୍ ବିଜୟ ପରେ ହାର୍ଦ୍ଦିକଙ୍କ ବିରୁଦ୍ଧରେ ଜାତୀୟ ପତାକାକୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି। ପୁଣେର ଜଣେ ଓକିଲ ସେ ଜାତୀୟ ପତାକାକୁ ଅସମ୍ମାନିତ କରିଥିବା ଅଭିଯୋଗ ଆଣିଛନ୍ତି । ସ୍ଥାନୀୟ…