ଭିଜିଲାନ୍ସ ପଞ୍ଝାରେ ICDS ସୁପରଭାଇଜର, ଅଙ୍ଗନଓ୍ବାଡୀ କର୍ମୀଙ୍କଠାରୁ ନେଉଥିଲେ ଲାଞ୍ଚ
ନବରଙ୍ଗପୁର (କେନ୍ୟୁଜ): ପିଲାଙ୍କ ଖେଳନା ବିଲ୍ କରାଇ ଦେବାକୁ ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ICDS ସୁପରଭାଇଜର। ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ଅଞ୍ଚଳରେ ।
କୋଷାଗୁମୁଡ଼ା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ…