Browsing Tag

ICSE Board exam

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ: ଏଥରକ ବି ଛାତ୍ରଙ୍କ ତୁଳନାରେ ଆଗରେ ଅଛନ୍ତି ଛାତ୍ରୀ

ଭୁବନେଶ୍ୱର: ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷା ଫଳ। ଚଳିତ ବର୍ଷ ମଧ୍ୟ ପୁଅଙ୍କ ଠାରୁ ଆଗରେ ଅଛନ୍ତି ଝିଅ। ଚଳିତ ବର୍ଷ ଆଇସିଏସ୍‌ଇ ଦଶମ ବୋର୍ଡ ପରୀକ୍ଷାରେ ୯୯.୯୭ ପ୍ରତିଶତ ଛାତ୍ର ପାସ୍‌ କରିଥିବା ବେଳେ ୯୯.୯୮ ପ୍ରତିଶତ ଛାତ୍ରୀ ପାସ୍‌ କରିଥିବା ନେଇ ବୋର୍ଡ ପକ୍ଷରୁ ସୂଚନା…

ଏଥର କେମିତିି ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ଏଗଜାମ? ପରୀକ୍ଷା ରଦ୍ଦ କରିବାର ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଏଥର ଅନ ଲାଇନ ନା ଅଫଲାଇନ । କେମିତିି ହେବ ଦଶମ ଓ ଦ୍ୱାଦଶ ଶ୍ରେଣୀ ଏଗଜାମ। ପରୀକ୍ଷା ରଦ୍ଦ କରିବାର ଆବେଦନ ଉପରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ। ବିଚାରପତି ଏଏମ୍‌ ଖାନଭିଲକରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ସବୁ ରାଜ୍ୟର ବୋର୍ଡ, ସିବିଏସି ଓ ICSEକୁ ଜବାବ ମାଗିଛନ୍ତି…

ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା ବାତିଲ୍

ନୂଆଦିଲ୍ଲୀ: କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ବାତିଲ୍ ହେଲା ଆଇସିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା। ପ୍ରଥମେ ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇ ପରୀକ୍ଷାକୁ ଅପସନାଲ୍ ଭାବେ ରଖାଯାଇଥିଲା । ଯେଉଁ ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉପସ୍ଥିତ ରହିବାକୁ ଚାହୁଁ ନାହାଁନ୍ତି ସେମାନଙ୍କ ପାଇଁ…