Below header
Browsing Tag

idcol

ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ଇଡକୋ ଚିଫ୍ ଜେନେରାଲ ମ୍ୟାନେଜର । ଭୁବନେଶ୍ବର ଇଡକୋ ଚିଫ୍ ମ୍ୟାନେଜର ସରୋଜ କାନ୍ତ ମହାନ୍ତିଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ଭୁବନେଶ୍ବର ଶୈଳଶ୍ରୀ ବିହାରରେ ଥିବା ଥ୍ରୀ ବିଏଚକେ ଫ୍ଲାଟ,…

ଘୋର ଆର୍ଥିକସଂକଟ ଦେଇ ଗତି କରୁଛି IDCOL, ଓଡ଼ିଶା ମାଇନିଂ କର୍ପୋରେସନ ସହ ମିଶାଇ ଦେବେ ରାଜ୍ୟ ସରକାର

ଭୁବନେଶ୍ବର(କେନ୍ୟୁଜ୍):  ଓଡ଼ିଶା ମାଇନିଂ କର୍ପୋରେସନ-ଓଏମସିରେ ମିଶିବ ଇଡକଲ । ଇଣ୍ଡଷ୍ଟ୍ରିଆଲ ଡେଭଲପମେଣ୍ଟ କର୍ପୋରେସନ ଅଫ୍‌ ଓଡ଼ିଶା ଲିମିଟେଡ଼-ଇଡକଲ ଏବେ ଘୋର ଆର୍ଥିକସଂକଟ ଦେଇ ଗତି କରୁଛି। ଏହାକୁ ଦୃଷ୍ଟିରେ ରଖି ଓଏମସି ସହ ଇଡକଲକୁ ମିଶ୍ରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି…