ଇଂଜିନିୟରିଂରେ ଗ୍ରାଜୁଏସନ କରିଥିଲେ ତୁରନ୍ତ କରନ୍ତୁ IFFCO ରେ ଆବେଦନ, ଦରମା ମାସକୁ ୩୫ ହଜାର ଟଙ୍କା
ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର ରହିଛି । ଇଫକୋ (IFFCO) ରେ ଖାଲିପଡିଛି ପଦବୀ । ଏହି ପଦବୀରେ ଗ୍ରାଜୁଏଟ୍ ଇଂଜିନିୟର ଆବେଦନ କରିପାରିବେ। ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ଅଫିସିଆଲ ୱେବସାଇଟ gea.iffco.in କୁ ଯାଇ ଅନଲାଇନରେ ଆବେଦନ କରିପାରିବେ । ଏଠାରେ ଆବେଦନ କରିବାର…